ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା ଏହି ମରାମତି କାମ ରଥଯାତ୍ରା ସମୟରେ ପୁଣି…

ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍‌ ଇଂଲଣ୍ଡ

ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍‌…

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ…

ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର ଅର୍ଥନୈତିକ ମାହୋଲ ଭାରତ ପାଇଁ ଅନୁକୂଳ ରହିଛି। ମୁଁ ଏହା…

ଓଡ଼ଗାଁ ବନ ବିଭାଗ କବଜାରେ ୩ ଶିକାରୀ: ୨ ବନ୍ୟପ୍ରାଣୀ ସହିତ ଗୋଟିଏ ଦେଶୀ ବନ୍ଧୁକ, ଟାଙ୍ଗିଆ ଓ ୫ ଗୁଳି ଜବତ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବନାଞ୍ଚଳ କର୍ମଚାରୀ ମାନେ ବାଣ୍ଠପୁର ଜଙ୍ଗଲରେ ପଟ୍ରୋଲିଂ କରୁଥିବା ବେଳେ ୩ ଜଣ ଶିକାରୀଙ୍କୁ ଧରିବାକୁ ସକ୍ଷମ ହୋଇଛନ୍ତି । ସେମାନଙ୍କଠାରୁ ୨ଟି ମୃତ ଶାଳିଆପତନୀ, ଗୋଟିଏ ଦେଶୀ ବନ୍ଧୁକ, ଟାଙ୍ଗିଆ ସହିତ ୫ ଟି ଗୁଳି ଜବତ କରାଯାଇଛି।ଗିରଫ ଶିକାରୀ ମାନେ…

ପୋଖରୀରେ ବୁଡି ବୃଦ୍ଧା ମୃତ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ମକରଝୋଳ ଗ୍ରାମ ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକା ଜଣଙ୍କ ହେଲେ ହିଞ୍ଜିଳି ଥାନା ମକରଝୋଳ ଗ୍ରାମର ଆଶାରାଣୀ ବାଡତ୍ୟା (୬୬)। ପ୍ରକାଶ ଯେ, ଶନିବାର ଅପରାହ୍ନରେ ବୃଦ୍ଧା ଜଣଙ୍କ ଶୌଚ ସକାଶେ ଗ୍ରାମ ପୋଖରୀକୁ ଯାଇଥିଲେ।‌ ବହୁ ସମୟ ଧରି…

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଷ୍ଟିଲ ଏଵଂ ଖଣି ବିଭାଗର…

ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍‌ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଆଲୋଚନା କରିବେ ।…

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…