ବିଦେଶରେ ଚାକିରୀ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ, ଜଣେ ଗିରଫ
ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳର!-->…