ଟଳିଲେ ୪ କୁଖ୍ୟାତ ମାଓବାଦୀ

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୪ କୁଖ୍ୟାତ ମାଓବାଦୀ। ମହାରାଷ୍ଟ୍ର ପୁଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ)ର ମାଓ ବିରୋଧୀ ଅଭିଯାନରେ ମିଳିଛି ଏହି ବଡ଼ ସଫଳତା। ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଏବଂ…

ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ…

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବ ।…

ଭାରତର ‘ପାଣି ବୋମା’କୁ ନିଷ୍କ୍ରିୟ କର- ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ସାଂସଦଙ୍କ ଦାବି

ଭାରତର ‘ପାଣି​ ବୋମା’କୁ ନିଷ୍କ୍ରିୟ କର। ନଚେତ ଭୋକଉପାସରେ ଦେଶବାସୀ ମରିବେ। ଫାକିସ୍ତାନ ସଂସଦରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନିକଟରେ ଏପରି ଦାବି କରିଛନ୍ତି ସାଂସଦ ସୟେଦ ଅଲ୍ଲୀ ଜାଫର। ସଂସଦରେ ଉଦବୋଧନ ଦେବା ସମୟରେ ବିରୋଧୀ ଦଳ ପାକସ୍ତାନ ତେହରିକ-ଏ-ଇନସାଫ(ପିଟିଆଇ) ସାଂସଦ…

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା…

ସହଦେବ ନାୟକ ହତ୍ୟା ମାମଲା, ମାଟିରେ ମିଶିଲା ଅଭିଯୁକ୍ତଙ୍କ ଘର

ଭୁବନେଶ୍ବର: ଭୁବନେଶ୍ବରରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଘର ଭଙ୍ଗାଯାଉଛି । ମୁଖ୍ୟ ଅଭିଯୁକ୍ତ ରମା ନାୟକର ଘର ଭାଙ୍ଗିଲା BMC । କେଦାରପଲ୍ଲୀ ବସ୍ତିରେ ଥିବା ଘର ଭଙ୍ଗାଯାଇଛି । ପୋଲିସ ଉପସ୍ଥିତିରେ ଜେସିବିରେ ଭଙ୍ଗା କାର୍ଯ୍ୟ ଚାଲିଛି । …

ଭାରତ ପାଣି ବନ୍ଦ କଲେ, ଆମେ ନିଶ୍ୱାସ ବନ୍ଦ କରିଦେବୁ; ଏମିତି ଧମକ ଦେଲା ପାକିସ୍ତାନ

ପାକିସ୍ତାନ ସେନା ମୁଖପାତ୍ର ଅହମଦ ସରିଫ୍‍ ଚୌଧୁରୀ ପୁଣି ଥରେ ଭାରତକୁ ଧମକ ଦେଇଛନ୍ତି । ସରିଫ ଚୌଧୁରୀ କହିଛନ୍ତି ଯେ ଯଦି ଭାରତ ଆମର ପାଣି ବନ୍ଦ କରିଦିଏ, ତେବେ ଆମେ ତା’ର ନିଶ୍ୱାସ ବନ୍ଦ କରିଦେବୁ । ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେବା ସମୟରେ ସରିଫ ଏଭଳି ମନ୍ତବ୍ୟ ଦେଇଛନ୍ତି । ଯାହାକି…

ଭିଜିଲାନ୍ସ ଜାଲରେ ଜେଇ, ଏକକାଳୀନ ୮ଟି ସ୍ଥାନରେ ରେଡ୍

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌…

ଦୁଇ ଇଂଜିନିୟର ଠୁ କୋଟିଏ ୫ ଲକ୍ଷ ଠକେଇ, ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଇଂଜିନିୟରଙ୍କୁ ଲକ୍ଷଲକ୍ଷ ଟଙ୍କାର ଚୂନ । ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଅଭିଯୁକ୍ତ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓରଫ ବିରଞ୍ଚି ପଟ୍ଟନାୟକ ଦୁଇ ଜଣ ଇଂଜିନିୟଙ୍କୁ କୋଟିଏରୁ ଅଧିକ ଟଙ୍କାର ଚୂନ ଲଗାଇଥିଲା । ଉଚ୍ଚ ଦରମାରେ…