ଯୁକ୍ତ ୨ ଫଳ ପ୍ରକାଶନରେ ବିଳମ୍ବ: ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ସରକାର ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି। ଫଳରେ ଆଜି ଶେଷ ହେଉଥିବା ଆବେଦନ ଅବଧି ଜୁନ ୧ ପର୍ଯ୍ୟନ୍ତ ବଢ଼ିଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ!-->…