ଲାଲ୍ ବ୍ୟାନର୍ ଓ ହାତଲେଖା ପୋଷ୍ଟର୍ ଲଗାଇ ସ୍ଥିତି ଜାହିର କଲେ ମାଓବାଦୀ : ସକ୍ରିୟ ମାଓବାଦୀ ଗେଟେଡ଼ାକୁ ଉଠାଇନେଲା…

ବାଲିଗୁଡା : କନ୍ଧମାଳ ପୁଲିସକୁ ମାଓଦମନ ଅଭିଯାନରେ ବଡ଼ ସଫଳତା ମିଳିଛି। ଗୁଇନ୍ଦା ସୂଚନା ଆଧାରରେ କନ୍ଧମାଳ-ରାୟଗଡ଼ା ଜିଲ୍ଲା ସୀମାନ୍ତ କୋଟଗଡ଼ ଥାନା ଦୁର୍ଗାପାଙ୍ଗା ପଂଚାୟତର ଡିମିଲିରୁ ଗେଟେଡ଼ା ମାଝୀ ନାମକ ଜଣେ ସକ୍ରିୟ ମାଓବାଦୀକୁ ଗିରଫ କରିବାରେ ସକ୍ଷମ ହୋଇଛି । ଗିରଫ ପରେ ଗେଟେଡ଼ା…

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ

ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ ।  ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ ।  କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ ।  ପଦନା ଗାଁର ଶୁଭମ ଓ ମାନସ ଅନ୍ଧାରୀ ଗାଁର ଅନ୍ୟଜଣେ ସାଙ୍ଗ ଘରକୁ ଜନ୍ମଦିନ ଭୋଜି ଖାଇବାକୁ ଯାଇଥିଲେ…

୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ

କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି କରିଥିଲା ଏବଂ…

ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପ୍ରସଙ୍ଗ: ଗାଇଡଲାଇନ ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପାଇଁ ଗାଇଡଲାଇନ ଆଣିବାକୁ ଜାରି କଲେ ନିର୍ଦ୍ଦେଶନାମା । ପୁରୀ ଜଗନ୍ନାଥ ମନ୍ଦିରର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା…

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ…

ଅପରେସନ ସିନ୍ଦୂର ପାକିସ୍ତାନ ପାଇଁ ଏକ ଶିକ୍ଷା ଥିଲା : ଭାରତୀୟ ସେନା

ନୂଆଦିଲ୍ଲୀ: ଭାରତୀୟ ସେନା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅପରେସନ ସିନ୍ଦୂର ସହିତ ଜଡିତ ଆଉ ଏକ ନୂଆ ଭିଡିଓ ସେୟାର କରିଛି। ଏହି ଭିଡିଓରେ ସେନାର ସୈନିକମାନେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଧ୍ୱଂସ କରୁଥିବାର ଦେଖିବାକୁ ମିଳୁଛି। ଭାରତୀୟ ସେନା ଏହି ଭିଡିଓ ସେୟାର କରି…

ଆଇଏସ୍ଆଇର ତିନିଜଣ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ନୂଆଦିଲ୍ଲୀ: ୟୁଟ୍ୟୁବ ଏବଂ ଇନଷ୍ଟାଗ୍ରାମରେ ବିପୁଳ ଲୋକପ୍ରିୟତା ହାସଲ କରିଥିବା ଜ୍ୟୋତି ମାଲହୋତ୍ରା ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ଆଇ ଏବଂ ପାକିସ୍ତାନୀ ଏଜେଣ୍ଟମାନଙ୍କୁ ଦେଶର ସମ୍ବେଦନଶୀଳ ସୂଚନା ପ୍ରଦାନ…

ଗଛରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗିର: ଗଛରେ ଝୁଲିଛି CRPF ଯବାନଙ୍କ ମୃତଦେହ । ଘରକୁ ଛୁଟିରେ ଆସିଥିବା ବେଳେ ଘଟିଲା ଅଘଟଣ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଗାଁର ଦୁଲ୍ଲଭ ଭୋଇଙ୍କ ପୁଅ ଭକ୍ତରାମ ଭୋଇଙ୍କର ମୃତଦେହ ଉଦ୍ଧାର । ଭକ୍ତରାମ ଝାରଖଣ୍ଡରେ କାର୍ଯ୍ୟରତ…

ଗସ୍ତ ନାମରେ ସରକାର ଟୁର୍-ଟ୍ରାଭେଲ୍ କମ୍ପାନି ଖୋଲିଲେ: ପ୍ରତିନିଧି ଦଳ ନେଇ ସଞ୍ଜୟଙ୍କ କଟାକ୍ଷ

ମୁମ୍ବାଇ: ଅପରେସନ ସିନ୍ଦୂର ଉପରେ ଭାରତର ଚିନ୍ତାଧାରାକୁ ଅନ୍ତର୍ଜାତୀୟ ସମ୍ପ୍ରଦାୟ ନିକଟରେ ପ୍ରଭାବଶାଳୀ ଭାବରେ ପହଞ୍ଚାଇବାକୁ ଭାରତ ସରକାର ଶନିବାର ଦିନ ସଂକଳ୍ପ ନେଇଛନ୍ତି। ଏନେଇ ଭାରତୀୟ ଜନତା ପାର୍ଟି ପ୍ରତିନିଧିମଣ୍ଡଳର ୭ଟି ଟିମ୍ ଗଠନ କରିଥିଲା। ​​ଯେଉଁମାନେ ସୀମାପାର ଆତଙ୍କବାଦ…

ବିଜେଡିର ପିଏସି ବୈଠକ: ଜାତୀୟ ସୁରକ୍ଷା, ରାଜ୍ୟ ରାଜନୀତି, ଶିଳ୍ପ ବିକାଶ ନେଇ ଆଲୋଚନା

ଭୁବନେଶ୍ବର: ଅନୁଷ୍ଠିତ ହୋଇଯାଇଛି ବିଜେଡିର ରାଜନୈତିକ ବ୍ୟାପାର କମିଟି(ପିଏସି) ବୈଠକ । ଶନିବାର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ…