ଆତଙ୍କବାଦ ବିରୋଧୀ ବାର୍ତ୍ତା ନେଇ ବିଦେଶ ଯିବେ ୭ ସାଂସଦ
ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଅପରେସନ୍ ସିନ୍ଦୂର ପରେ କେନ୍ଦ୍ର ସରକାର ସମସ୍ତ ପ୍ରମୁଖ ସହଭାଗୀ ରାଷ୍ଟ୍ରକୁ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇବେ। ଏହି ପ୍ରତିନିଧି ଦଳରେ ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ରହିବେ। ଏହି ଦଳକୁ ଭାରତର ଆନୁଷ୍ଠାନିକ ଆଭିମୁଖ୍ୟ “ଆତଙ୍କବାଦ ବିରୋଧରେ ଶୂନ୍ୟ!-->…