ସିଙ୍ଗାପୁରରେ ବଢୁଛି କୋଭିଡ ମାମଲା : ଓଡ଼ିଶାରେ ଚିହ୍ନଟ ହୋଇନାହିଁ, ସ୍ପଷ୍ଟ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଥାଇଲାଣ୍ଡ, ହଙ୍ଗକଙ୍ଗ ଓ ସିଙ୍ଗାପୁରରେ କୋଭିଡ କେସ ବଢଥିବା ଜଣାପଡ଼ିଛି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । କୋଭିଡ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ WHO ସହ ଆଲୋଚନା…

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ ପ୍ରାୟ ୨୮ ହଜାର ଟଙ୍କା, ୯ଟି ବାଇକ, ୧୪ଟି ମୋବାଇଲ ଜବତ…

ଦିଲ୍ଲୀରେ ଆପକୁ ଝଟକା ! ନୂଆ ଦଳ ଗଠନ କଲେ ଏହାର ୧୫ ପାର୍ଷଦ

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାଜୟ ପରେ ଆମ ଆଦମୀ ପାର୍ଟି (ଆପ)ର ସମସ୍ୟା ବଢିବାରେ ଲାଗିଛି । ସ୍ଥିତି ଏପରି ହୋଇଛି ଦିଲ୍ଲୀରେ ଦଳ ବିଭାଜିତ ହୋଇଯାଇଛି । ଦଳର ୧୫ ଜଣ ପାର୍ଷଦ ଇସ୍ତଫା ଦେଇଛନ୍ତି। ପୂର୍ବତନ ଗୃହ ନେତା ମୁକେଶ ଗୋୟଲ ଏକ ନୂତନ ଦଳ ଗଠନ କରିବାକୁ ଦାବି…

ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା…

ନିଃସର୍ତ୍ତ ଅଫିସ : ପ୍ରେମ ପାଇଁ ହତ୍ୟାକାଣ୍ଡ । ଅପହରଣ ପରେ ଯୁବକଙ୍କ ଜୀବନ ନେଇଗଲେ । ଗତ ୫ ତାରିଖରେ ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା…

ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ

ହିସାର : ପାକିସ୍ତାନ ପାଇଁ ଗୁପ୍ତଚର ବୃତ୍ତି ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ, ପଞ୍ଜାବ ଏବଂ ହରିୟାଣାର ମାଲେରକୋଟଲାରୁ ମୋଟ ୬ ଜଣ ପାକିସ୍ତାନୀ ଗୁପ୍ତଚରଙ୍କୁ ଗିରଫ କରାଯାଇଛି। ଜ୍ୟୋତି ମାଲହୋତ୍ରା ପାକିସ୍ତାନ ହାଇକମିଶନରେ…

ବିବାଦ ଘେରରେ ଓଡିଆ ୟୁଟ୍ୟୁବର ଲବ ହାଁସଦା, ପ୍ରେମିକା ଜୀବନ ହାରିବା ପରେ ମିଳୁନି ପତ୍ତା

ଲଭରଙ୍କୁ ଲବ ହାଁସଦାଙ୍କ ଧୋକା ଅଭିଯୋଗ । ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ଖୋଜୁଛି ବେଙ୍ଗାଳୁରୁ ପୋଲିସ । ପ୍ରେମିକା ଜୀବନ ହାରିବା ମାମଲାରେ ଲବଙ୍କ ନାଁରେ ବେଙ୍ଗାଲୁରୁର ଏଚଏସଆର ଲେଆଉଟ ଥାନାରେ ମୃତକଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି । ଏହାପରେ ଲବଙ୍କ ପତ୍ତା ମିଳୁନି । ଲବ…

୨୮ଜୁନରୁ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି

ପୁରୀ: ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଗର୍ଭଗୃହ ଓ ରତ୍ନଭଣ୍ଡାର ମରାମତି ନେଇ ବୈଠକ ପରେ ଶ୍ରୀ ପାଢ଼ୀ କହିଛନ୍ତି ଯେ ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ବାହାର ରତ୍ନଭଣ୍ଡାର…

ସିନ୍ଧୁ ଜଳଚୁକ୍ତି ଉପରୁ ନିଲମ୍ବନ ହଟାଯାଉ : ମେହେବୁବା

ଶ୍ରୀନଗର : ୨୨ ଏପ୍ରିଲ୍ ୨୦୨୫ରେ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରିଥିଲା। ଏହି ମାମଲାକୁ ନେଇ ବହୁତ ରାଜନୀତି ଚାଲିଛି। ସଦ୍ୟତମ ଘଟଣାକ୍ରମରେ, ପିଡିପି ମୁଖ୍ୟ ଏବଂ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି…

ବଡବିଲ ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ, ବାର୍ଷିକ ଉତ୍ପାଦନ ହେବ ୩ ନିୟୁତ ଟନ୍

ଭୁବନେଶ୍ୱର: ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ…