ବିସ୍କୁଟ କମ୍ପାନିରେ ଭୟାବହ ଅଗ୍ନିକାଣ୍ଡ: ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସଂପତ୍ତି ନଷ୍ଟ
କଟକ: ଜଗତପୁର ନୂତନ ଶିଳ୍ପାଞ୍ଚଳରେ ଥିବା ଏକ ବିସ୍କୁଟ କମ୍ପାନିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ସଂପତ୍ତି ନଷ୍ଟ ହୋଇଥିବା ଜଣାଯାଇଛି। ବିସ୍କୁଟ କମ୍ପାନିର ମାଲିକ ଦୁର୍ଗାମାଧବ ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୯ଟାରେ!-->…