କାଳ ବୈଶାଖୀର କରାଳ ରୂପ : ଘରର ଛପର ଉଡିଲା, ଖୋଲା ଆକାଶ ତଳେ ପରିବାର
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳ ବୈଶାଖୀର କରାଳ ରୂପ ଦେଖାଇବାରୁ ଏକାଧିକ ଘର ଛପର ଉଡ଼ିଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଉକ୍ତ ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ମାଲେବାଡ଼ି ଗ୍ରାମର ଶିକଲା ପ୍ରଧାନଙ୍କ!-->…