ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ, ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ…

ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ…

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ । ପ୍ରଧାନ ବିଚାରପତି ଭାବେ ତାଙ୍କର କାର୍ଯ୍ୟକାଳ…

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

ପାରାଦୀପ : ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି ୨୫ ଜଣ କ୍ରିୟୁ ମେମ୍ବର । ୨୧ ପାକିସ୍ତାନୀ କ୍ରୀୟୁ ମେମ୍ବର…

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ ବର୍ତ୍ତମାନ ଜନଗଣନା ଅପରେସନ…

ଯୁବ ମେକାନିକଙ୍କ ଅକାଳ ବିୟୋଗ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଅଞ୍ଚଳର ଜଣାଶୁଣା ଯୁବ ଗାଡି ମେକାନିକ ପ୍ରତାପ ଚନ୍ଦ୍ର ପ୍ରଧାନ (ପିଣ୍ଟୁ)ଙ୍କ ୪୨ ବର୍ଷ ବୟସରେ ମଙ୍ଗଳବାର ରାତ୍ର ଅକାଳ ବିୟୋଗ ହୋଇଛି। ସେ ଦୀର୍ଘଦିନ ହେଲା ଚିକିତ୍ସାଧୀନ ଥିଲେ । ମଙ୍ଗଳବାର ପିଣ୍ଟୁ ଅସୁସ୍ଥ ଅନୁଭବ କରିବାରୁ ଭାଇ ପ୍ରଶାନ୍ତ…

ଏନ୍‌ଏଚ୍‌ କଡ଼ରେ ଲାଗୁଛି ଘରୋଇ ପ୍ରଚାରପତ୍ର

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରପରିଷଦ ଅନ୍ତର୍ଗତ ଜନ ଗହଳି ଅଞ୍ଚଳ ବିଜୁପଟ୍ଟନାୟକ ଛକ ଜାତୀୟ ରାଜପଥ ୫୯ କଡ଼ରେ ବେଆଇନ ଭାବେ ପ୍ରଚାରପତ୍ର ଲାଗୁଛି। ଫଳରେ ରାଜପଥର ପାର୍ଶ୍ୱସ୍ଥ ସ୍ଥାନଗୁଡିକ ଘରୋଇ ପ୍ରଚାରପତ୍ରରେ ଜବରଦଖଲ ହୋଇଛି। ରାଜପଥ କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟ୍‌ ଓ ଖାଲି…

ଦେଶୀ ମଦ ବ୍ୟବସାୟ କୁ ନେଇ ଚାଲିଛି ପ୍ରତିଦ୍ବନ୍ଦିତା..! ମୁଣ୍ଡ ଗଡ଼ିବା ସମ୍ଭାବନା ଅନେକ…!

ଗୁଡ଼ ଓ ୟୁରିଆରେ ଚାଲିଛି ବିଷାକ୍ତ ମଦ ପ୍ରସ୍ତୁତ….! ବଟି ନେଇ ନିଘୋଡ଼ ନିଦରେ ପ୍ରଶାସନ...! କେବଳ କାଗଜ କଲମରେ ମହୁଲ ମଦ..., ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦେଶୀ ମଦ ପ୍ରସ୍ତୁତ ମହୁଲ ନାଁ ରେ ସରକାରୀ ଦେଶୀ ଭାଟି ରହିଛି। ଅବକାରୀ ବିଭାଗ ର ସିଂହ ଭାଗ ଥାଇ ଆସିକା, ଶେରଗଡ଼,…

ଡକାୟତି ଯୋଜନା ବେଳେ ମାଡି ବସିଲା ହିଞ୍ଜିଳି ପୁଲିସ୫ ଗିରଫ, ୨ ପିସ୍ତଲ, ୩ ଜୀବନ୍ତ ଗୁଳି ସମେତ ଶାବଳ, ହାତୁଡି, ଖଣ୍ଡା,…

ହତ୍ୟା, ଡକାୟତି, ଚୋରୀ, ରାହାଜାନୀ ଭଳି ସଙ୍ଗୀନ ଅପରାଧିକ ମାମଲାରେ ଜଡିତ ଗିରଫ ଅଭିଯୁକ୍ତ ହିଞ୍ଜିଳିକାଟୁ, ୧୩।୫ (): ଗତ କିଛି ଦିନ ଧରି ୫ ଜଣ ଯୁବକ ହିଞ୍ଜିଳି ଥାନା ଇଲାକାର ବିଭିନ୍ନ ଅଞ୍ଚଳରେ ଆତଙ୍କ ସୃଷ୍ଟି କରି ଆସୁଥିଲେ। ସୋମବାର ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ପିତଳ…

ସିବିଏସଇ ପରୀକ୍ଷା ଫଳ ଦ୍ଵାଦଶରେ ପି. ସମୀକ୍ଷା ଏବଂ ଦଶମରେ ଉଷାରାଣୀ ରାଇକିଆ ବ୍ଲକ ଟପର

ରାଇକିଆ : ଆଜି ସିବିଏସଇ ଦଶମ ଏବଂ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଦୁଇଟି ବିଦ୍ୟାଳୟର ଛାତ୍ରଛାତ୍ରୀ ସିବିଏସଇ ଦ୍ଵାରା ପରିଚାଳିତ ଦଶମ ଏବଂ ଦ୍ଵାଦଶ ପରୀକ୍ଷା ଦେଇଥିଲେ । ଓଡିଶା ଆଦର୍ଶ ବିଦ୍ୟାଳୟ ରାଇକିଆରୁ ଦ୍ଵାଦଶ ପରୀକ୍ଷାରେ ମୋଟ ୬୭…