ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି,…

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ…

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆଇଏମଡିର…

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ ‘ସିନ୍ଦୂର’…

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ କିଭଳି ପ୍ରତିହିତ କରାଯିବ ତା ଉପରେ ଗୁରୁତ୍ୱ…

ଦକ୍ଷିଣ ଓଡ଼ିଶା ଆଦିବାସୀ ମହାସଂଘର ଦୁଇ ଦିନିଆ ଅଧିବେଶନ ଅନୁଷ୍ଠିତ…

ରାୟଗଡ଼ା : ତା : ୧୩/୦୫/୨୫ ରାୟଗଡ଼ା ସହର ଉପକଣ୍ଠ ସିରିଗୁଡ଼ା ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଗୁରୁ ଦ୍ରୋଣାଚାର୍ଯ୍ୟ ଇଣ୍ଡୋର ହଲରେ ରାଜ୍ୟ ସ୍ତରୀୟ ଆଦିବାସୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏହି ଦୁଇଦିନିଆ ଅଧିବେଶନରେ ୮ ଟି ଜିଲ୍ଲାର ବୁଦ୍ଧିଜିବୀ, ଶିକ୍ଷାବିତ୍, ସମାଜସେବୀ,…

ମନ୍ତ୍ରୀ ପଦ ପାଇବା ଆଶାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀଙ୍କ ପାଖରେ ବିଧାୟକଙ୍କ ଗୁହାରି……!

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଗତ ସାଧାରଣ ନିର୍ବାଚନ ରେ ବ୍ରହ୍ମପୁର ସାଂସଦଙ୍କ ଗୋଟି ଚାଳନାରେ ପ୍ରଥମ ଥର ଗଞ୍ଜାମ ଜିଲ୍ଲାରେ ପଦ୍ମଫୁଲ ଖାତା ଖୋଲିଲା। ଗତ ସାଧାରଣ ନିର୍ବାଚନ ରେ ଭୋଟର ପରିବର୍ତ୍ତନ ପାଇଁ ନିଷ୍ପତ୍ତି ବିଜେଡ଼ିର ଆତ୍ମ ବିଶ୍ୱାସ ଯୋଗୁଁ ସ୍ବପ୍ନ ଦେଖି ନଥିବା କିଛି ବିଧାୟକ…

ବଡ଼ ଅପରାଧ ଯୋଜନା କୁ ପଣ୍ଡ କଲା ଗଞ୍ଜାମ ପୋଲିସ : ବନ୍ଧା ହେଲେ ୨୦ ଅପରାଧି,୮ ଟି ମାଉଜର ଓ ୩୧ ଟି ଜୀବନ୍ତ ଗୁଳି…

କେରାଣ୍ଡି ପଡୁଛି ଭାକୁର କେବେ...?? ମାଉଜର ଟାର୍ଗେଟ ରେ କିଏ କିଏ ….? ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲିସକୁ ପୁଣି ଏକ ଦ୍ୱିତୀୟ ସଫଳତା ମିଳିଛି। ଚଳିତ ମାସ ୪ ତାରିଖ ରେ ୧୮ ଅପରାଧିକୁ ଧରିବାରେ ସଫଳ ହୋଇଥିଲା ଗଞ୍ଜାମ ପୋଲିସ। ସେମାନଙ୍କ ଠାରୁ କଟକ ବନ୍ଧୁକ…

ଚୋରା ବାଲି ଚାଲାଣ ବେଳେ ଆସିକା ପୋଲିସ ଦ୍ୱାରା ୩ଟି ଟ୍ରାକ୍ଟର ଜବତ ୩ ଗିରଫ….!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହର କେନ୍ଦ୍ର ସ୍ଥଳୀରେ ଥିବା ସୁନାମ୍ବ ସାହି ଠାରେ ଥିବା ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ଚୋରା ବାଲି ଚାଲାଣ ହେଉଛି। ଆସିକା ଥାନା ଅଧିକାରୀ କୁଳମଣୀ ସେଠି ପେଟ୍ରୋଲିଙ୍ଗ କରୁଥିବା ବେଳେ ତିନୋଟି ଟ୍ରାକ୍ଟର ରେ ବାଲି ଚାଲାଣ ହେଉଥିବା…

ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ : ପିଲାଙ୍କ ହସ୍ତଲିପି “ ବନବାସୀସ୍ମୃତି ” ଉନ୍ମୋଚନ

ବାଲିଗୁଡ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା l ପରେ ପରେ…