୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ବଞ୍ଚିଲା ଦୁଇ ଜୀବନ

ଭୁବନେଶ୍ୱର : ମୃତ୍ୟୁ ପରେ ଆଉ ଦୁଇଟି ଜୀବନ ବଂଚାଇବାରେ ସଫଳ ହୋଇପାରିଛି ଛଅ ବର୍ଷର ଏକ ଶିଶୁପୁତ୍ର । ବାରିପଦା ମୂର୍ଗାବାଡି ଅଚଂଳର ଏହି ଶିଶୁଟିର ଆକସ୍ମିକ ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ସ୍ଥାନୀୟ ସମ୍‌ ଅଲ୍ଟିମେଟ ମେଡିକେୟାରରେ ଚିକିତ୍ସିତ ହେଉଥିଲା । ମାତ୍ର ଶିଶୁଟି ବ୍ରେନ୍‌…

ସୀମାନ୍ତରେ ସୈନ୍ୟ ସଂଖ୍ୟା ହ୍ରାସ କରିବେ ଭାରତ-ପାକିସ୍ତାନ, ଫୁଟିବନି ଗୋଟିଏ ବି ଗୁଳି

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଡିଜିଏମଓ ସ୍ତରୀୟ ବୈଠକ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଅସ୍ତ୍ରବିରତି ପରେ ଦୁଇ ଦେଶ ମଧ୍ୟରେ ଡିଜିଏମଓ ସ୍ତରରେ ଏହା ପ୍ରଥମ ଆଲୋଚନା ଥିଲା। ଆଲୋଚନା ସମୟରେ ଦୁଇ ପକ୍ଷ ଗୋଟିଏ ବି ଗୁଳି ଚଳାଇବେ ନାହିଁ ବୋଲି ସହମତି ପ୍ରକାଶ କରିଛନ୍ତି।…

ଦେଢ଼ ମାସରେ ୪,୫୯୯ ଛାତ୍ରଛାତ୍ରୀ ପାଲଟିଲେ କୃଷି ଶ୍ରମିକ

ନବରଙ୍ଗପୁର: ଗତ ଦେଢ଼ ମାସ ହେବ ଜିଲ୍ଲାର ୧୦ଟି ଯାକ ବ୍ଲକ୍‌ରେ ଧାନ ଅମଳ ପରେ ଏବେ ମକା ଓ ଆଖୁ ଅମଳ କାମ ସହ କେନ୍ଦୁପତ୍ର ତୋଳିବା ଜୋରସୋରରେ ଚାଳିଛି।ତେବେ ଜିଲ୍ଲାର ସବୁ ବ୍ଲକରୁ ବହୁ ପୁରୁଷ, ମହିଳା, ନାବାଳିକା, ନାବାଳକ, ଯୁବକ ଓ ଯୁବତୀମାନେ ଦାଦନ ଖଟିବାକୁ ପଳାଇଛନ୍ତି। କୃଷି ଶ୍ରମିକ…

ଭାରତ-ପାକିସ୍ତାନ ବିବାଦରୁ ଶ୍ରେୟ ଖୋଜୁଛି ଆମେରିକା: ଟ୍ରମ୍ପ କହିଲେ-ପରମାଣୁ ଯୁଦ୍ଧ ରୋକିଦେଲୁ

ନୂଆଦିଲ୍ଲୀ : ଆମେରିକାର ଦୋମୁହାଁ ନୀତି କାହାକୁ ଅଛପା ନାହିଁ। ଦୁଇ ଦେଶ ମଧ୍ୟରେ ଯୁଦ୍ଧ କରାଇବା ଏବଂ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ବିକି ନି​‌ଜେ ଫାଇଦା ଉଠାଇବା ହେଉଛି ଆମେରିକାର ପ୍ରବୃତ୍ତି। ଭାରତ-ପାକିସ୍ତାନ ବିବାଦରେ ବି ନିଜର ଫାଇଦା ଉଠାଇବାକୁ ଲାଗି ପଡ଼ିଛି ଆମେରିକା। ଯଦିଓ…

ପରମାଣୁ ଅସ୍ତ୍ର ବ୍ଲାକମେଲିଂକୁ ସହିବୁ ନାହିଁ: ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଏବଂ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ନିର୍ଦ୍ଧାରିତ ଆଲୋଚନା ପରେ ଦେଶକୁ ସମ୍ବୋଧିତ କରିଛନ୍ତି। ଅପରେସନ ସିନ୍ଦୂର ପରେ, ସେ ପ୍ରଥମ ଥର ପାଇଁ ଦେଶର ଜନତାଙ୍କ ସମ୍ମୁଖରେ ପାକିସ୍ତାନ, ପିଓକେ, ଅସ୍ତ୍ରବିରତି, ଆତଙ୍କବାଦକୁ ନେଇ…

ସପ୍ତମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା – ମା’ ଙ୍କ ଆଗମନ ଶ୍ରୀ ଜଗନ୍ନାଥଙ୍କ ପାଖକୁ : ଶତାଧିକ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଉଠିଛି l ଏହି ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଆଜି ସପ୍ତମ…

ବସ ଚଳାଚଳର ଶୁଭାରମ୍ଭ କରି ପ୍ରସଂଶିତ ହେଲେ ଲବ ଦତ୍ତ

ଉମରକୋଟ : ଉମରକୋଟ ବ୍ଲକର ଇନ୍ଦ୍ରପୁର ଡିଏନକେ ଗ୍ରାମର ସମାଜ ସେବକ ଲବ ଦତ୍ତଙ୍କୁ ତାଙ୍କର ସମାଜ ପ୍ରତି ନିଷ୍ଠାପର ସେବା କୁ ବିଚାର କରି ଉମରକୋଟ ନିର୍ବାଚନ ମଣ୍ଡଳୀର ବିଧାୟକ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କର ପ୍ରତିନିଧି ଭାବରେ ପୂଜାରୀଗୁଡ଼ା ଗୋଷ୍ଟୀ…

ତିନି ବିଚାରପତିଙ୍କୁ ଗଞ୍ଜାମ ଓକିଲ ସଙ୍ଘ ପକ୍ଷରୁ ଦିଆଗଲା ସମ୍ବର୍ଦ୍ଧନା

ବ୍ରହ୍ମପୁର : ଗଞ୍ଜାମ ଓକିଲ ସଙ୍ଘର ଅସ୍ଥାୟୀ ସମ୍ମିଳନୀ କକ୍ଷରେ ତିନି ବିଚାରପତି ଙ୍କୁ ରାମଚରିତ ମାନସ ପୁସ୍ତକ ସହ ଉପଢୌକନ ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ବର୍ତମାନର ମୋଟର ଦୁର୍ଘଟଣା କ୍ଷତି ପୂରଣ ଅଦାଲତ ର ବିଚାରପତି ରାମ ଶଙ୍କର ହୋତା ଙ୍କୁ କନ୍ଧମାଳ ଜିଲ୍ଲା…

ଉତ୍କଳ ସର୍ବୋଦୟ ମଣ୍ଡଳ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ ଉଦ୍‌ଯାପିତ

ଢେଙ୍କାନାଳ: ମହାତ୍ମା ଗାନ୍ଧୀଙ୍କ ଅହିଂସା ଦର୍ଶନ ଆଜିର ହିଂସା, ଆତଙ୍କବାଦ, ସାମ୍ପ୍ରଦାୟିକତା ଓ ଯୁଦ୍ଧଗ୍ରସ୍ତ ବିଶ୍ୱ ପାଇଁ ଅଧିକ ଜରୁରି, ଶାନ୍ତି ଆମର କାମ୍ୟ ଅହିଂସା ଆମର ଧର୍ମ ବୋଲି ଉତ୍କଳ ସର୍ବୋଦୟ ମଣ୍ଡଳ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀରେ ଉପସ୍ଥିତ ବକ୍ତା,…

ଖରସ୍ରୋତା ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର

ଯାଜପୁର : ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ ଗାଈ ଚରାଉଥିବା ବେଳେ ନଦୀକୁ ପାଣି ପିଇବାକୁ ଯାଇଥିଲେ।ଗାଈ ଚରାଇବାକୁ ଯାଇ ନଦୀରେ…