ପ୍ରଧାନମନ୍ତ୍ରୀଙ୍କ ନିଶା ମୁକ୍ତଯୁବ ଅଭିଯାନ ଆରମ୍ଭ, ସାମିଲ ହେବେ ୧ କୋଟିରୁ ଅଧିକ ଯୁବକ

ନୂଆଦିଲ୍ଲୀ: ଭାରତର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଆଜି ନିଶାମୁକ୍ତ ଯୁବ ଅଭିଯାନ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଶ୍ବର ୨୮ ହଜାରରୁ ଅଧିକ ସ୍ଥାନରୁ ୧କୋଟିରୁ ଅଧିକ ଯୁବକ ସାମିଲ ରହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପୂର୍ବରୁ ସାରା ଦେଶରେ ଯୁବପିଢିମାନେ ଏକ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳିକାଣ୍ଡ, ୩ ମୃତ

ଆମେରିକା: ଆମେରିକାରେ ଲଗାତାର ଭାବେ ଗୁଳିକାଣ୍ଡ ଘଟଣା ବୃଦ୍ଧି ପାଉଛି । ଏହାରି ମଧ୍ୟରେ ତାଜା ଘଟଣା ଆଇଡାହୋର ଟ୍ବିନ୍ ଫଲ୍ସରେ ଦେଖିବାକୁ ମିଳିଛି । ଶନିବାର ଦ୍ବିପ୍ରହରରେ ଏକ ସପିଂ ଅଞ୍ଚଳରେ ଆଖିବୁଜା ଫାୟାରିଂ ହୋଇଥିବା ସୂଚନା ମିଳିଛି । ଫଳରେ ଏହି ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ…

ପେରୁରେ ବିମାନ ଦୁର୍ଘଟଣା : ୧୩ ମୃତ

ନୂଆଦିଲ୍ଲୀ : ଶନିବାର ଦିନ ପେରୁରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ଫଳରେ ବିଶ୍ୱ ପ୍ରସିଦ୍ଧ ନାଜକା ଲାଇନ୍ସକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଏକ କ୍ଷେତରେ ଖସିପଡ଼ିଛି । ଭୂମିରେ ପଡ଼ିବା ମାତ୍ରେ ବିମାନଟି ଭାଙ୍ଗି ଖଣ୍ଡ ଖଣ୍ଡ ହୋଇ…

ଏଥର ଗୋଟିଏ ପର୍ଯ୍ୟାୟରେ ହେବ ନିଟ୍‌ ପିଜି-୨୦୨୬ ପରୀକ୍ଷା

ନୂଆଦିଲ୍ଲୀ: ନିଟ୍ ପିଜି-୨୦୨୬ ପରୀକ୍ଷାକୁ ସ୍ବଚ୍ଛ, ନିରପେକ୍ଷ ଓ ପରୀକ୍ଷାର୍ଥୀଙ୍କ ପାଇଁ ସୁବିଧାଜନକ କରିବା ନିମନ୍ତେ କେନ୍ଦ୍ର ସରକାର ବ୍ୟାପକ ପରିବର୍ତ୍ତନ କରିଛନ୍ତି। ଅଗଷ୍ଟ ୩୦ ତାରିଖ ରବିବାର ସକାଳ ୯ଟାରୁ ଅପରାହ୍ଣ ୧୨ଟା ୩୦ ପର୍ଯ୍ୟନ୍ତ ସାରା ଦେଶରେ ଗୋଟିଏ ପର୍ଯ୍ୟାୟରେ…

କାବେରୀ ଜଳ ବିବାଦ: ଫସଲକୁ ବଞ୍ଚାଇବା ପାଇଁ ବାଲିରେ ନିଜକୁ ପୋତି ପ୍ରତିବାଦ କଲେ ଚାଷୀ

ଚେନ୍ନାଇ: ତାମିଲନାଡୁର ତ୍ରିଚିର ଚାଷୀମାନେ କୃଷି ପାଇଁ ପାଣି ଦାବି କରି କାବେରୀ ନଦୀର ବାଲିରେ ନିଜକୁ ପୋତି ଦେଇ ଏକ ନିଆରା ପ୍ରତିବାଦ କରିଛନ୍ତି। ମେଟୁର ଡ୍ୟାମ୍ ଖୋଲିବାରେ ବିଳମ୍ବ ଏବଂ କୁରୁଭଇ ଧାନ ଚାଷକୁ ପ୍ରଭାବିତ କରୁଥିବା ଜଳ ଅଭାବ ଯୋଗୁଁ ଏହି ପ୍ରତିବାଦ ଆରମ୍ଭ ହୋଇଛି।…

ବେଆଇନ ନିଶା କାରବାର: ୪୫୩ ଇଞ୍ଜେକ୍ସନ୍ ଜବତ, ୪ ଗିରଫ

କୋରାପୁଟ : କୋରାପୁଟରେ ନିଶା ରାକେଟ୍ ର ନୂଆ ଠିକଣା। ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଜଣ ଗିରଫ। ସେମିଳିଗୁଡ଼ା ପୋଲିସକୁ ମିଳିଛି ବଡ଼ ସଫଳତା। ଗେରୁଗୁଡ଼ା ସ୍ଥିତ ଭୈରବୀ ମନ୍ଦିର ନିକଟରେ ବେଆଇନ ଭାବେ ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବା ସୂଚନା ପାଇ ଚଢ଼ାଉ କରିଥିଲା ପୋଲିସ।…

ଆସୁଛନ୍ତି ରାଷ୍ଟ୍ରପତି, ଆକ୍ସନ୍ ମୋଡ୍ ରେ କମିଶନରେଟ୍ ପୋଲିସ

ଭୁବନେଶ୍ୱର :ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ଆକ୍ସନ୍ ମୋଡ୍ ରେ କମିଶନରେଟ୍ ପୋଲିସ। ଏୟାରପୋର୍ଟଠାରୁ ଆରମ୍ଭ ହୋଇଛି କାରକେଡ୍ ରିହର୍ସାଲ୍। ଅଗଷ୍ଟ ୩ରୁ ୫ ତାରିଖ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ଭୁବନେଶ୍ୱର ଓ କଟକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏୟାରପୋର୍ଟରୁ ରେଳ…

୭,୪୩୬.୨୨ କୋଟିର ପ୍ୟାକେଜ୍ କୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ୱର : ୭ ହଜାର ୪୩୬ କୋଟି ୨୨ ଲକ୍ଷର ଯୋଜନାକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ । ଜନଜାତି, ଚାଷୀ, ସିଚାଇ, ଆବାସ ଓ ସହର ବିକାଶକୁ ପ୍ରାଥମିକତା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଜନଜାତି କଲ୍ୟାଣ, ସିଚାଇ…

ବ୍ରାହ୍ମଣୀରେ ଭାସିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର, ଜଣେ ନିଖୋଜ

ତାଳଚେର  : ଭାସିଗଲେ ଦୁଇ ସାଙ୍ଗ ।  ଜଣେ ଉଦ୍ଧାର, ଜଣେ ନିଖୋଜ । ତାଳଚେର ବ୍ରାହ୍ମଣୀ ନଦୀରେ ଗାଧୋଉ ଥିବା ବେଳେ ଭାସିଗଲେ ଦୁଇ ସାଙ୍ଗ ।  ଜଣଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ବେଳେ ଅନ୍ୟଜଣେ ଏବେବି ନିଖୋଜ ଅଛନ୍ତି । ତାଳଚେର କାକୁଡି ଗାଧୁଆ ତୁଠ କୁ ତାଳଚେର ଟାଉନର କିଛି ଯୁବକ…

ଧବଳେଶ୍ୱରଙ୍କ ପୀଠରେ କିପରି ହେବ ଜଳଲାଗି, ବନ୍ୟା ପାଇଁ ମହାନଦୀରେ କଟକଣା

ଆଠଗଡ଼ : ଦ୍ୱନ୍ଦରେ କାଉଡିଆ, ଶ୍ରଦ୍ଧାଳୁ, ପୂଜକ । ମହାନଦୀରେ ବନ୍ୟା ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ କଟକଣା ଲଗାଇଛି । ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ବାବା ଧବଳେଶ୍ବରଙ୍କ ପୀଠରେ ଜଳଲାଗି କରିବେ ହଜାର ହଜାର ଶ୍ରଦ୍ଧାଳୁ । ହେଲେ ମହାନଦୀରେ ବନ୍ୟା ସ୍ଥିତିକୁ ନେଇ…