ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ
ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା!-->…