ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା
ବ୍ରହ୍ମପୁର : ମାନ୍ୟବର ରାଷ୍ଟ୍ରପତିଙ୍କ ଗଞ୍ଜାମ ଜିଲ୍ଲା ଗସ୍ତକୁ ସୁରକ୍ଷିତ ଓ ସୁଚାରୁରୂପେ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଆଜି ବ୍ରହ୍ମପୁରସ୍ଥିତ ଜିଲ୍ଲା ଆରକ୍ଷୀ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ସୁରକ୍ଷା ବ୍ୟବସ୍ଥାର ଏକ ବିସ୍ତୃତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବ୍ରହ୍ମପୁର!-->!-->!-->…