ଗଞ୍ଜାମ ଜିଲ୍ଲାରେ ମକ୍ ଡ୍ରିଲ୍ ସଫଳତାର ସହ ଅନୁଷ୍ଠିତ
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ବ୍ଲକ୍ ସ୍ଥିତ ନୂଆ ବକ୍ସିପଲ୍ଲୀ, ଆଇ.ଆର୍.ଇ. ମାଟିଖାଲ, ଆର୍ଯ୍ୟପଲ୍ଲୀର ଗୋପାଳପୁର ପୋର୍ଟ ଏବଂ ଗୋପାଳପୁର ବିଜ୍ଞାପିତ ଅଞ୍ଚଳରେ ଅପରାହ୍ନ 4 ଘଟିକା ସମୟରେ ମକ୍ ଡ୍ରିଲ୍ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଆକାଶ ମାର୍ଗରୁ ଯଦି ଶତୃପକ୍ଷ ଆକ୍ରମଣ!-->…