ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶମ ଶ୍ରେଣୀ ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ମାଲକାନଗିରି : ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲଠାରେ ଚଳିତ ବର୍ଷ ଦଶମ ଶ୍ରେଣୀ ଟପ୍ପର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏ ୱାନ୍ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ୧୨ ଜଣ ଛାତ୍ରଛାତ୍ରୀଙ୍କୁ!-->…