ଆଜିଠୁ ୭ ଯାଏଁ ପ୍ରବଳ ବର୍ଷା, ୨୧ ଜିଲ୍ଲାକୁ ସତର୍କତା ଜାରି
ଭୁବନେଶ୍ୱର : ଆଜିଠୁ ପୁଣି ବଢ଼ିବ ବର୍ଷା । ଅଗଷ୍ଟ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଲାଗିପାରେ । ଆଜି ଓ କାଲି ଦୁଇ ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼,!-->…