ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ଜେଲ
କନ୍ଧମାଳ : ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଅଭିଯୁକ୍ତକୁ ୨୫ ହଜାର ଟଙ୍କା ଜରିମାନା କରାଯାଇଛି । ଜରିମାନା ଅନାଦେୟ ଅଧିକ ୭ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ!-->…