ପାକିସ୍ତାନ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ଦରକାର: ଆମେରିକା
ନୂଆଦିଲ୍ଲୀ : ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ପହଲଗାଓଁ ଆକ୍ରମଣକୁ ନିନ୍ଦା କରିବା ସହିତ ପାକିସ୍ତାନ ବି ଏହାକୁ ନିନ୍ଦା କରିବା ଦରକାର ବୋଲି କହିଛନ୍ତି। ରୁବିଓ ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ସରିଫଙ୍କ ସହିତ!-->…