ମେ ୧୪ରେ ଓସିଏସ୍ ଆନ୍ଥ୍ରୋପୋଲୋଜି ପରୀକ୍ଷା
କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା!-->…