ପହଲ୍ଗାମ୍ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍
କଟକ : କଟକରେ ଏନଆଇଏ ଟିମ୍ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍ ମଙ୍ଗଳବାର ପଚରାଉଚରା କରିଛନ୍ତି।ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍। ପହଲ୍ଗାମ୍ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।ବାପା, ମାଆ, ପୁଅ, ବୋହୂ, ୪ ଜଣ ପହଲ୍ଗାମ୍!-->…