ୱେଭ୍ସ ଆନିମେସନ ଚଳଚ୍ଚିତ୍ର ପ୍ରତିଯୋଗିତାର ଫାଇନାଲରେ ଚମକିବେ ଦୁଇ ଓଡ଼ିଆ
ଭୁବନେଶ୍ଵର: ଆସନ୍ତା ମେ ୧ରୁ ୪ ତାରିଖ ପର୍ଯ୍ୟନ୍ତ ମୁମ୍ବାଇରେ ଆୟୋଜିତ ହେବ ବିଶ୍ୱ ଦୃଶ୍ୟ ଶ୍ରାବ୍ୟ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ-ୱେଭ୍ସ ୨୦୨୫।
ୱେଭ୍ସ ଅଧୀନରେ ଆୟୋଜିତ ଆନିମେସନ ଚଳଚ୍ଚିତ୍ର ନିର୍ମାତା ପ୍ରତିଯୋଗିତାର ଫାଇନାଲରେ ଅଂଶଗ୍ରହଣ କରିବା ଲାଗି ସାରା ଦେଶରୁ ୪୨ ଜଣ!-->!-->!-->…