ନବରଙ୍ଗପୁରଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ : ନୂତନ ରାସନ୍ କାର୍ଡ ବିତରଣ
ନବରଙ୍ଗପୁର : ଆଜି ସ୍ଥାନୀୟ ସାଇ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ନୂତନ ରାସନ୍ କାର୍ଡ ପ୍ରଦାନ,ଉତ୍ତମ ପଞ୍ଚାୟତକୁ ପ୍ରୋତ୍ସାହନ ରାଶି ଏବଂ ଉତ୍ତମ ପୃଷ୍ଟି ପଞ୍ଚାୟତ କୁ ଅର୍ଥରାଶି ପ୍ରଦାନ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି!-->…