ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ ଏନଏସି ଗଠନ ହେବ
ଭୁବନେଶ୍ବର: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ!-->…