BSF କ୍ୟାମ୍ପରେ ପଶିଲା ବନ୍ୟା ପାଣି, ଛାତ ଉପରେ ଆଶ୍ରୟ ନେଲେ ଯବାନ

ନୂଆଦିଲ୍ଲୀ: ଲଗାତାର ମୁଷଳଧାରାରେ ବର୍ଷା ଯୋଗୁଁ ନାରାୟଣପୁର ଜିଲ୍ଲାର ଆବୁଝମାଦ ଅଞ୍ଚଳରେ ସ୍ଥିତି ଆହୁରି ଖରାପ ହୋଇଛି। ନଦୀ ଜଳସ୍ତର ବୃଦ୍ଧି ଯୋଗୁଁ ଅନେକ ଗାଁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ସମୟରେ ନକ୍ସଲ ପ୍ରଭାବିତ ବାଲେବେଡା ବିଏସଏଫ ଶିବିର ମଧ୍ୟ ବୁଡ଼ି…

ଆଉ ୫ ବର୍ଷ ବଢିଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅବଧି

ନୂଆଦିଲ୍ଲୀ: କୃଷକମାନଙ୍କୁ ଖୁସି ଖବର ଦେଲେ କେନ୍ଦ୍ର ସରକାର।ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ ଯୋଜନା) ଯୋଜନାକୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଅର୍ଥାତ୍ 2030-31 ପର୍ଯ୍ୟନ୍ତ ବୃଦ୍ଧି କରି ସରକାର। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ…

ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍

ହୀରାକୁଦ : ଉପର ମୁଣ୍ଡରେ ପ୍ରବଳ ବର୍ଷା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨୨ ଗେଟ୍ । ପୂର୍ବରୁ ୧୪ଟି ଗେଟରେ ଜଳ ନିଷ୍କାସନ ହେଉଥିଲା । ହୀରାକୁଦର ଆଉ ୮ଟି ଗେଟ ଖୋଲିଲା । ବର୍ତ୍ତମାନ ୨୨ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ। ସନ୍ଧ୍ୟା ମଧ୍ୟରେ ୨୨ ଗେଟ୍…

ଛୁରୀ ଭୁଷି ଦଶମ ଶ୍ରେଣୀ ଛାତ୍ରଙ୍କୁ ହତ୍ୟା

ଜୟପୁର : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରା ମାଡ ଅଭିଯୋଗ ।  ଚିକିତ୍ସାଧିନ ଅବସ୍ଥାରେ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଜୟପୁର OHPC ଯୋଜନା ଉଚ୍ଚ ବିଦ୍ୟାଳୟରେ ହୋଇଛି ଛୁରାମାଡ଼ । ମଧ୍ୟାହ୍ନ ଭୋଜନ ଛୁଟି ବେଳେ ସ୍କୁଲ ବାହାରେ ଜଣେ ଅଣ ଛାତ୍ର ଓ ସ୍କୁଲରେ ପଢ଼ୁଥିବା ଛାତ୍ରଙ୍କ…

ଟ୍ରେନ ପାଇଲଟିଂରେ ଯିବେ ମହାମହିମ ଦ୍ରୌପଦୀ ମୁର୍ମୁ, ଏସକର୍ଟରେ ରହିବ ୩ ଟି ଟ୍ରେନ

ଭୁବନେଶ୍ଵର : ଟ୍ରେନ ପାଇଲଟିଂରେ ଯିବେ ରାଷ୍ଟ୍ରପତି । ଏସକର୍ଟରେ ରହିବ ତିନୋଟି ଟ୍ରେନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ଵରରୁ ବ୍ରହ୍ମପୁର ଟ୍ରେନରେ ଯିବେ। ଆସନ୍ତା ୩ରୁ ୫ତାରିଖ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପୋଲିସ ସେବା ଭବନରେ ପୋଲିସ ଡିଜି…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନକ୍ସଲମୁକ୍ତ ଓଡ଼ିଶା, ଶିଳ୍ପାୟନ ଓ ବିକାଶ ଉପରେ ଆଲୋଚନା । ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବଟି ଆଦାୟକୁ ନେଇ ନିଶା ବେପାରୀକୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ । ଲିଙ୍ଗରାଜ ଥାନା ଗାୟତ୍ରୀ ବସ୍ତିରେ ହତ୍ୟାକାଣ୍ଡ ଘଟିଛି । ମୃତକଙ୍କ ନାଁ ଜିତୁ କାଣ୍ଡି । ସେ ଜଣେ ଶ୍ରମିକ । ରକ୍ତାକ୍ତ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ । ତାଙ୍କ ମୁଣ୍ଡରେ…

ବିପଦ ସଙ୍କେତ ଉପରେ ପ୍ରବାହିତ ସାଳନ୍ଦୀ, ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭଦ୍ରକ : ପାଣି କମିଛି, ହେଲେ ଦୁର୍ଦ୍ଦଶା ବଢିଛି । ବିପଦ ସଂକେତ ତଳେ ବୈତରଣୀର ବନ୍ୟା ଜଳ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାଳନ୍ଦୀ । ଜିଲ୍ଲାରେ ୪ ଲକ୍ଷ ୬୮ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ୧ ଲକ୍ଷ ୫୮ ହଜାରରୁ ଅଧିକ ଲୋକ ସ୍ଥାନାନ୍ତର । ଧୂଷୁରୀ -ହସନାବାଦ,…

ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଜଟିଳ, ପାଣି ଘେରରେ ଶହ ଶହ ଗାଁ

ଭୁବନେଶ୍ବର: ବନ୍ୟାରେ ଉତ୍ତର ଓଡ଼ିଶା ବେହାଲ । ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି । ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଏହାକୁ…

ବଢ଼ିଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ଅବଧି, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

କଟକ: ବୃଦ୍ଧି ହେଲା ମାଟ୍ରିକ ଫର୍ମ ଫିଲ୍-ଅପ୍ ତାରିଖ । ରାଜ୍ୟରେ ବନ୍ୟା ସ୍ଥିତିକୁ ନଜରରେ ରଖି ଏହି ତାରିଖରେ ବୃଦ୍ଧି କରାଯାଇଛି । ପୂର୍ବରୁ ଜୁଲାଇ ୩୧ ତାରିଖ ଶେଷ ଦିନ ଭାବେ ଧାର୍ଯ୍ୟ ହୋଇଥିଲା, ହେଲେ ଏବେ ଛାତ୍ରଛାତ୍ରୀମାନେ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲ୍-ଅପ୍ କରିପାରିବେ ।…