ଧୁ ଧୁ ଖରାରେ କାମ କରୁଛନ୍ତି ଶ୍ରମିକ…
ପ୍ରଶାସନର ନିୟମ କୁ ଫୁ...!
ହିଞ୍ଜିଳିକାଟୁ : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ!-->!-->!-->…