ସ୍ତ୍ରୀକୁ ହତ୍ୟା କରି ମୃତଦେହକୁ ବକ୍ସଖଟରେ ଲୁଚାଇ ରଖିଥିଲା ସ୍ବାମୀ
ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ । ମୃତ ମହିଳା ଜଣକ ହେଲେ ଅନିତା ସୋରି। ହତ୍ୟାକାରୀ ସ୍ୱାମୀ ହେଲେ!-->…