ଏଣିକି ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ, ମେଡିକାଲ କଲେଜକୁ ଏନ୍ଏମ୍ସିର ନୋଟିସ୍
ଭୁବନେଶ୍ୱର: ଏଣିକି ରାଜ୍ୟର ସମସ୍ତ ମେଡିକାଲ କଲେଜରେ ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ। ଆଉ ବାୟୋମେଟ୍ରିକ୍ରେ ଟିପ୍ ଚିହ୍ନ ଦେଇ ଖସି ପାରିବେ ନାହିଁ କୌଣସି ଅଧ୍ୟାପକ। ମେଡିକାଲ କଲେଜରେ ଅଧ୍ୟାପକ ମୁହଁ ଆଧାରିତ ଉପସ୍ଥାନ ଦେବେ। ସରକାରୀ ହେଉ ବା ଘରୋଇ ମେଡିକାଲ କଲେଜରେ!-->…