ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ହେବ ଗୁରୁତ୍ବପୂର୍ଣ୍ଣ…

ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ । ଆଜି ଝାରସୁଗଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ଡ. ପିକେ ମିଶ୍ର । ଏହାପରେ ସେ ସମ୍ବଲପୁର IIM ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ସକାଳ ୯ଟାରେ IIM, ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି…

ଖରାଛୁଟିରେ ପିଲାଙ୍କୁ ଦିଆଯିବ ହୋମୱାର୍କ

ଭୁବନେଶ୍ୱର: ଆସନ୍ତା ମେ’ ୬ ତାରିଖରୁ ସମସ୍ତ ସ୍କୁଲ ଖରା ଛୁଟି ହେବା ନେଇ ଘୋଷଣା ହୋଇସାରିଛି। ମେ ୬ ତାରିଖରୁ ଜୁନ ୧୯ ତାରିଖ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ ପାଇଛି। ହେଲେ ଏହି ସମୟରେ ପିଲାଙ୍କୁ ଦିଆଯିବ ଗୃହକାର୍ଯ୍ୟ…

୭ ଦିନିଆ ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ

ଭୁବନେଶ୍ୱର: ମାଲେସିଆ ଗସ୍ତରେ ଯିବେ ରାଜ୍ୟ କୃଷି ବିଭାଗର ୧୪ ଅଧିକାରୀ । ଏପ୍ରିଲ ୧୯ରୁ ୨୬ ତାରିଖ ଯାଏ ୭ ଦିନିଆ ବିଦେଶ ଗସ୍ତ କରିବେ । ଆଜି ଅନୁଷ୍ଠାନିକା ଭାବେ ଏହି କାର୍ଯ୍ୟକ୍ରମକୁ ଫ୍ଲାଗଅପ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ମୋଟ ୧୪ ଜଣ କୃଷକ ଓ ୧୪ଜଣ ଅଫିସର…

ଆଗ ନିଜ ଘରେ ସଂଖ୍ୟାଲଘୁଙ୍କୁ ସୁରକ୍ଷା ଦିଅ : ବାଂଲାଦେଶକୁ କହିଲା ଭାରତ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ୱାକଫ ଆଇନକୁ ନେଇ ହିଂସା ଉପରେ ବାଂଲାଦେଶର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ ଭୁଲ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଅତ୍ୟାଚାରରୁ ଧ୍ୟାନ ହଟାଇବା। …

ଆସନ୍ତାକାଲି ନବମ ଥର ପାଇଁ ସଭାପତି ଭାବେ ଦାୟିତ୍ୱ ନେବେ ନବୀନ

ଭୁବନେଶ୍ୱର: ଆସନ୍ତାକାଲି ନବମ ଥର ପାଇଁ ସଭାପତି ଦାୟିତ୍ୱ ନେବେ ନବୀନ। ଏହି ଦାୟିତ୍ଵ ନେବା ପରେ ଦଳକୁ କି ଆହ୍ଵାନ ଦେବେ ତାହା ଉପରେ ସମସ୍ତଙ୍କର ନଜର। ତେବେ ଦଳକୁ କ’ଣ ଉପଦେଶ ଦେବେ ନବୀନ? ନବୀନ ପଟ୍ଟନାୟକ ବିଜେଡି ନେତା ଓ କର୍ମୀଙ୍କୁ କି ବାର୍ତ୍ତା ଦେବେ ତାହା ଉପରେ ଏବେ ସମସ୍ତଙ୍କର ନଜର…

ଖୁବ୍ ଶୀଘ୍ର ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁବ ଶୀଘ୍ର ନୂଆ ରାସନ କାର୍ଡ । ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ । ଏପ୍ରିଲ ୨୨ ତାରିଖ ସୁଦ୍ଧା ରାସନ କାର୍ଡ ଛପା କାର୍ଯ୍ୟ ସାରିବାକୁ ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ । ଏନେଇ ଖାଦ୍ୟ ଯୋଗାଣ ସଚିବ ସବୁ ଜିଲ୍ଲପାଳଙ୍କୁ ଚିଠି…

ପ୍ରବଳ ବର୍ଷା: ରାଜଧାନୀର ଜୟଦେବ ବିହାର ଓଭରବ୍ରିଜ୍ ଉପରେ ଆଣ୍ଠୁଏ ଉଚ୍ଚର ପାଣି, ବୁଡିଲା ପୁରୀ ବଡଦାଣ୍ଡ

ଭୁବନେଶ୍ୱର: ଆଜି ଦିନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ୨୬.୨ ମିମି ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ…

କାର୍ ପଛକୁ ଧକ୍କା ଦେଲା ଟ୍ରକ୍: ମଦ୍ୟପ ଟ୍ରକ୍ ଚାଳକ ଗିରଫ

ହିଞ୍ଜିଳିକାଟୁ : ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସମରଝୋଳ ଗ୍ରାମ ନିକଟସ୍ଥ ଚକ୍ଷୁ ଚିକିତ୍ସାଳୟ ସମ୍ମୁଖରେ କାର୍ ପଛକୁ ଏକ ଟ୍ରକ୍ ଧକ୍କା ଦେଇଛି ।‌ ଦୂର୍ଘଟଣାରେ କାରର ପଛଭାଗ ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ କାରରେ ଯାତ୍ରା କରୁଥିବା ଯାତ୍ରୀ ମାନେ ସାମାନ୍ୟ ଆହତ…

ଛତ୍ରପୁରଠାରେ ବିଜେଡ଼ି ପକ୍ଷରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

ଛତ୍ରପୁର : ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ ଛତ୍ରପୁର ଠାରେ ମହାସମାରୋହ ରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଛତ୍ରପୁର ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱ ରେ ଗୌରୀ…

ବୋହୂକୁ ଆକ୍ରମଣ ଘଟଣାକୁ ୨୨ ଦିନ ବିତିଲା : ଆକ୍ରମଣକାରୀଙ୍କୁ ଗିରଫ ଦାବୀ

ଛତ୍ରପୁର: ଖଲ୍ଲିକୋଟ ଥାନା ଅଧିନ ଡିମିରିଆ ଗ୍ରାମରେ ଅଧିକ ଯୈାତୁକ ଦାବୀ ନେଇ ବୋହୂକୁ ଆକ୍ରମଣ ଘଟଣାକୁ ୨୨ ଦିନ ବିତିଯାଇଥିଲେ ବି ଆକ୍ରମଣକରୀଙ୍କୁ ଏଯାବତ ଗିରଫ କରିପାରିନାହିଁ ପୁଲିସ । ଏନେଇ ଉଚ୍ଚିତ ନ୍ୟାୟ ଦାବୀ ନେଇ ମହିଳା ଜଣକ ଗଞ୍ଜାମ ଏସପିଙ୍କ ନିକଟରେ ଦ୍ୱାରସ୍ଥ ହୋଇଥିଲେ । ଏସପିଙ୍କ…