ଆସିକା ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁବାବୁଙ୍କ ୨୮ତମ ତିରୋଧାନ ଦିବସ ପାଳିତ
ବ୍ରହ୍ମପୁର : ଆସିକା ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୮ତମ ଶ୍ରାଦ୍ଧବାର୍ଷିକୀ (ତିରୋଧାନ ଦିବସ) ପାଳନ ହୋଇ ଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଆସିକାର ପୂର୍ବତନ ବିଧାୟିକା ମଞ୍ଜୁଳା ସ୍ୱାଇଁଙ୍କ ନେତୃତ୍ୱ ରେ ଆସିକାର ପୂର୍ବତନ ସାଂସଦ ପ୍ରମିଳା ବିଷୋୟୀ , ଯୁବ ବିଜେଡ଼ି!-->…