ଓ୍ବାକଫ୍ ସଂଶୋଧନ ଆଇନ: ସରକାରଙ୍କୁ ୭ ଦିନ ସମୟ, ପରବର୍ତ୍ତୀ ଶୁଣାଣି ଯାଏ ହେବନି ନୂଆ ନିଯୁକ୍ତି
ନୂଆଦିଲ୍ଲୀ: ଓ୍ବାକଫ୍ ସଂଶୋଧନ ଆଇନ ୨୦୨୫କୁ ନେଇ ଦାଖଲ କରାଯାଇଥିବା ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟ ଗୁରୁବାର ଶୁଣାଣି କରିଛନ୍ତି। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଏବଂ ଜଷ୍ଟିସ୍ କେଭି ବିଶ୍ୱନାଥନଙ୍କ ଖଣ୍ଡପୀଠ କେନ୍ଦ୍ରର ଦାବି ଅନୁସାରେ ଜବାବ ଦାଖଲ!-->…