ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ ଦ୍ୱାରା ଓଡ଼ିଶାରେ ସୌର!-->…