ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ : ହଜାର ହଜାର ଛାତ୍ର ଛାତ୍ରୀ ଆନ୍ଦୋଳନରେ ସାମିଲ
ନୟାଗଡ଼ : ପାଠ୍ୟ ପୁସ୍ତକରେ ମାତ୍ରାଧିକ ତୃଟିକୁ ନେଇ ଉଭୟ ବିରୋଧି ଯୁବ ଓ ଛାତ୍ର ବିଜୁ ଜନତା ଦଳ ଆହ୍ୱାନରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜୋରଦାର ବିକ୍ଷୋଭ କରାଯାଇଛି ।ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ପଠାଣି ସାମନ୍ତ ପ୍ରେକ୍ଷାଳୟ ଦୁର୍ଗାମଣ୍ଡପଠାରେ ଏକ!-->…