ଲୋକେ ଚାହୁଁଛନ୍ତି ମୁଁ ରାଜନୀତିକୁ ଆସେ କିନ୍ତୁ ବିଜେପି ମତେ ଆସିବାକୁ ଦେଉନି – ରବର୍ଟ ଭଦ୍ରା

ନୂଆଦିଲ୍ଲୀ: ଇଡିରେ ହାଜର ହେବାକୁ ଯିବା ବେଳେ ବିଜେପି ଉପରେ ବର୍ଷିଲେ ରବର୍ଟ ଭଦ୍ରା । ବିଜେପି ଏବଂ ତାର ନିମ୍ନ ମାନସିକତା ନେଇ ଟାର୍ଗେଟ୍ କରିଛନ୍ତି ରବର୍ଟ । ମାମଲାରେ କିଛି ନାହିଁ ଏହା କେବଳ ରାଜନୈତିକ ପ୍ରତିଶୋଧ ବୋଲି କହି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ରବର୍ଟ । ଏଥିସହ ତାଙ୍କ…

ନଇଁଲା ଚୀନ୍ : ଶୁଳ୍କକୁ ସମ୍ପୂର୍ଣ୍ଣ ବାତିଲ କରିବାକୁ ଆମେରିକାକୁ ନିବେଦନ କଲା

ନୂଆଦିଲ୍ଳୀ: ବାଣିଜ୍ୟିକ ଶୁଳ୍କକୁ ନେଇ ଆମେରିକା ଓ ଚୀନ ମୁହାଁମୁହିଁ ହୋଇଛନ୍ତି । ଉଭୟ ଉଭୟଙ୍କ ଉପରେ ଶୁଳ୍କ ଲଗାଇବାରେ ବ୍ୟସ୍ତ ଅଛନ୍ତି । ଯାହାଦ୍ବାରା ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପଡ଼ୁଛି। ବିଶ୍ବର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଉପରେ ଚୀନ ଚାପ ପ୍ରୟୋଗ କରିବାକୁ ଚେଷ୍ଟା ତ…

ହାଇଜାକ୍ ହୋଇ ସାରିଛନ୍ତ ନୀତୀଶ ଜୀ…. – ତେଜସ୍ବୀ ଯାଦବ

ନୂଆଦିଲ୍ଲୀ: ନୀତୀଶ କୁମାରଙ୍କ ଉପରେ ବର୍ଷିଲେ ତେଜସ୍ବୀ ଯାଦବ । ରାହୁଲ ଗାନ୍ଧୀଙ୍କୁ ଭେଚିବା ପରେ ନୀତୀଶଙ୍କୁ କଲେ ନିଶାନା । କହିଲେ ହାଇଜାକ୍ ହୋଇ ସାରିଛନ୍ତ ନୀତୀଶ ଜୀ… ବିହାର ନିର୍ବାଚନ ଚଳିତ ବର୍ଷ ଶେଷ ଆଡକୁ ଥିବା ବେଳେ ତାଆଗରୁ ବିହାର ନେତାଙ୍କ ମୁହଁରୁ ଶୁଣିବାକୁ ମିଳୁଛି ବଡ ବଡ…

ଡ୍ରଗ୍ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରି ନିଜେ ଫସିଗଲେ ମାକ୍ରନ୍: ଜେଲ୍ ଉପରେ ଆକ୍ରମଣ

ପ୍ୟାରିସ୍: ଫ୍ରାନ୍ସର ଡ୍ରଗ୍ ମାଫିଆମାନେ ସରକାରଙ୍କ ବିରୋଧରେ ବନ୍ଧୁକ ଉଠାଇଛନ୍ତି। ଦେଶରେ ନିଶା ନିବାରଣ ବିରୋଧରେ ଏକ କଠୋର ଅଭିଯାନ ଆରମ୍ଭ ହୋଇଛି। ଅନେକ ଡ୍ରଗ୍ସ ମାଫିଆଙ୍କୁ ମଧ୍ୟ ଗିରଫ କରାଯାଇଛି। ସରକାରଙ୍କ କଠୋର କାର୍ଯ୍ୟାନୁଷ୍ଠାନ ଏବେ ନିଜ ପାଇଁ ମହଙ୍ଗା ପଡ଼ିଛି। ପ୍ରକୃତରେ, ଏହି…

ଫକୀରମୋହନ ପଠନଶାଳାରେ ବିଷୁବ ମିଳନ

ଉମରକୋଟ : ସ୍ଥାନୀୟ ଫକୀରମୋହନ ପଠନଶାଳା ତରଫରୁ ଦର୍ଗାଗୁଡ଼ା ସ୍ଥିତ କଲ୍ୟାଣ ମଣ୍ଡପଠାରେ ମହାବିଷୁବ ସଂକ୍ରାନ୍ତି, ଶ୍ରୀ ଶ୍ରୀ ହନୁମାନ ଜୟନ୍ତୀ ଏବଂ ଡ଼ଃ ଭୀମରାଓ ଆମ୍ବେଦକର ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଅନୁଷ୍ଠାନର ସମ୍ପାଦକ ପ୍ରଫୁଲ୍ଲ କୁମାର ରାଉତ ସଭାପତିତ୍ବ…

ଓଡ଼ିଆ ନବବର୍ଷ ପାଳିତ

ଓଡ଼ିଆ ପକ୍ଷ ପାଳନର ଚତୁର୍ଦ୍ଦଶ ଦିବସ ଦିବସରେ ଓଡ଼ିଆ ନବବର୍ଷ ପାଳିତ ହୋଇଯାଇଛି l ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗର ସମନ୍ଵୟରେ ଆୟୋଜିତ ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଶ୍ଵଜିତ ବର୍ମନ ଯୋଗଦେଇ ଓଡ଼ିଆ ନବବର୍ଷ ପାଳନ ଏବଂ…

ପ୍ରଥମ ଥର ପାଇଁ ମହାକାଶ ଯାତ୍ରା କରିବେ ୬ ମହିଳା

ଏକ ସାଙ୍ଗରେ ୬ ମହିଳା ଯିବେ ମହାକାଶ । ପପ୍ ଗାୟିକା, ସାମ୍ବାଦିକ, ବୈଜ୍ଞାନିକ, ଫିଲ୍ମ ନିର୍ମାତା ଏପରି ଭିନ୍ନ ଭିନ୍ନ କ୍ଷେତ୍ରର ୬ ଜଣ ମହିଳା ଗ୍ରୁପ୍ ହୋଇ ମହାକାଶ ଯାତ୍ରା କରିବେ । ଆଜି ଏହି ୬ ମହିଳାଙ୍କ ଟିମ୍ ଜେଫ୍ ବେଜୋସଙ୍କ କମ୍ପାନୀ ବ୍ଲୁ ଓରିଜିନର ନ୍ୟୁ ସେପର୍ଡ ରକେଟ୍ ଜରିଆରେ…

ରାମମନ୍ଦିର ଆଗରୁ ଶିଶୁଅପହରଣ ମାମଲା, ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି ପୋଲିସ

ଭୁବନେଶ୍ୱର : ରାମମନ୍ଦିର ଆଗରୁ ଶିଶୁଅପହରଣ ମାମଲା । କମିଶନରେଟ ପୋଲିସ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି। ସିସିଟିଭି ଫୁଟେଜ, ହ୍ୟୁମାନ ଇଣ୍ଟେଲିଜେନସକୁ ଆଧାର କରି ପୋଲିସ ତଦନ୍ତ କରୁଛି । ଖୁବ୍ ଶୀଘ୍ର ଅପହରଙ୍କରୀଙ୍କୁ ଧରିବେ କହିଛନ୍ତି ଭୁବନେଶ୍ୱର ଡିସିପି । ରାମମନ୍ଦିର ଆଗରୁ…

ମିଆଁମାରରେ ପୁଣି ୪.୫ ତୀବ୍ରତାର ଭୂମିକମ୍ପ

ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମିଆଁମାରରେ ସୋମବାର ୪.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏନସିଏସ ଅନୁଯାୟୀ, ଏହି ଭୂମିକମ୍ପ ୧୦ କିଲୋମିଟର ଗଭୀରତାରେ ହୋଇଥିଲା। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନସିଏସ ଏହି ତଥ୍ୟ ପ୍ରଦାନ କରିଛି। …

କୋଇଲା ପରେ ମାଙ୍ଗାନିଜ୍ ଖଣିରେ ଏନଫୋର୍ସମେଣ୍ଟ ଟିମର ଚଢ଼ାଉ

ସୁନ୍ଦରଗଡ଼: ପ୍ରଥମେ କୋଇଲା ଖଣି ପରେ ଏବେ ସୁନ୍ଦରଗଡରେ ମାଙ୍ଗାନିଜ ଲୁହାପଥର ଖଣିରେ ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ ର ଚଢାଉ । ସୁନ୍ଦରଗଡ଼ର ତେଲେନଡିହି ପରେ କୋଇଡ଼ା ଖଣି ଅଞ୍ଚଳରେ ପହଞ୍ଚିଛି ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ । ଏହି ଚଢାଉରେ ଏନଫୋର୍ସମେଣ୍ଟ ଟିମ୍ ସହ ଡିଡିଏମ୍ ଓ ରେଞ୍ଜର…