ଓଡ଼ିଆ ନବବର୍ଷ ବିଷୁବ ସଂକ୍ରାନ୍ତି ଆମ ଜାତୀୟ ଅସ୍ମିତାର ଦ୍ୟୋତକ : କଳାକାର ମହାସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ ପବିତ୍ର ଓଡ଼ିଆ ନବ ବର୍ଷ ମହାସଂଘ ସଭାପତି ସୀମାନ୍ତ ନାଟରାଜ ଡ଼ା. ତିରୁପତି ସାହୁଙ୍କ ବାସଭବନ ଠାରେ ମହା ସମାରୋହରେ ପାଳିତ ହୋଇ ଯାଇଛି। ଡ଼ା. ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ!-->…