ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ ପାଳନ
ସମ୍ବିଧାନର ସୁରକ୍ଷା ପାଇଁ ଏକ ହୁଅ - ପୂଜ୍ୟ ପୂଜା ସମିତି
ବ୍ରହ୍ମପୁର : ବିଶ୍ୱରତ୍ନ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ଆଜି ପୂଜ୍ୟ ପୂଜା ସମିତି ପକ୍ଷରୁ ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକ ଠାରେ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ସଭା ଅନୁଷ୍ଠିତ!-->!-->!-->…