୧୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ
ନୂଆଦିଲ୍ଲୀ: ଗୁଜୁରାଟ ଉପକୂଳବର୍ତ୍ତୀ ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ୧,୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର କହିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ!-->!-->!-->…