ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ତେବେ…

ଆସିକା ରେ ପ୍ରତିଦ୍ବନ୍ଦିତା ମୂଳକ ଭାବେ ଚାଲିଛି ଜଳ ନିଷ୍କାସନ ପଥ ଅବରୋଧ….!

ସାଧାରଣ ଲୋକଙ୍କ ପଟ୍ଟା ନାହିଁ ଜବର ଦଖଲ କାରୀଙ୍କ ନାମରେ ମାଳ ମାଳ ପଟ୍ଟା ….! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହର ଏକ ବନ୍ୟା ପ୍ରପୀଡ଼ିତ ଭାବେ ପରିଚିତ। ଆସିକା ସହର ର ବର୍ଷା ଜଳ ନିଷ୍କାସନ ପଥ ଗୁଡ଼ିକ ଅବରୋଧ କରି ବଡ଼ ବଡ଼ ଅଟାଳିକା ନିର୍ମାଣ ହେବାରେ ଲାଗିଛି। ପୂର୍ବରୁ…

ଓଡ଼ିଆ ପକ୍ଷ ପାଳନ ଅବସରରେ “ବନ୍ଦନୀୟ ବରପୁତ୍ର” କାର୍ଯ୍ୟକ୍ରମ

ନବରଙ୍ଗପୁର : ଆଜି ସ୍ଥାନୀୟ ନବରଙ୍ଗପୁର ମହାବିଦ୍ୟାଳୟ ସମ୍ମିଳନୀ ଗୃହରେ ଓଡ଼ିଆ ପକ୍ଷ ପାଳନ ତ୍ରୟୋଦଶ ଦିବସ ରେ "ବନ୍ଦନୀୟ ବରପୁତ୍ର" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ବିଶ୍ଵଜିତ ବର୍ମନ୍ ଯୋଗ ଦେଇଥିଲେ।…

ଗେମିଂ ଆପ: ୨୫ ଲକ୍ଷ ଫ୍ରିଜ, ଜଣେ ଗିରଫ

ବଲାଙ୍ଗିର: ଗେମିଂ ଆପ୍ଲିକେସନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସାଇବର ସେଲ୍‌‌ ପକ୍ଷରୁ ସଇଁତଳା ଅଞ୍ଚଳର ଜଣେ ଯୁବକକୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ଜଣକ ୱେବ ଡୋମେନ ଗେମିଂ ଆପ୍ଲିକେସନ୍‌‌ ଖୋଲି ଖେଳାଉଥିବା ଅଭିଯୋଗ ହୋଇଛି। ଲୋକଙ୍କୁ ଖେଳାଇ ଅଭିଯୁକ୍ତ…

ଏପ୍ରିଲ ୧୩ରେ ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ ହଜାର ଟଙ୍କା ଲେଖାଏଁ ଦିଆଯାଇଛି।…

କୋଟିଆ ଝାଡୁ ଗଲା ଛତିଶଗଡ଼

କୋରାପୁଟ: ଓରମାସ ଓ ପଟାଙ୍ଗୀ ବ୍ଲକ ପ୍ରଶାସନ ପକ୍ଷରୁ ଆଜି ସଂଧ୍ୟାରେ କୋଟିଆରୁ ପଟାଙ୍ଗୀ ଏଗ୍ରୋ ପ୍ରଡକ୍ଟ ପ୍ରଡ୍ୟୁସର ସହଯୋଗରେ ଛତିଶଗଡ ଯାଇଛି କୋଟିଆ ଝାଡୁ।କୋରାପୁଟ ଜିଲ୍ଲାର ପାହାଡ଼ରେ ମିଳୁଥିବା ସ୍ୱତନ୍ତ୍ର ଘାସରୁ ଫୁଲଝାଡୁ ପ୍ରସ୍ତୁତ କରାଯାଇ ବ୍ୟବହାର କରାଯାଏ। ପୂର୍ବରୁ ଆଦିବାସୀ…

‘ଗ୍ଲୋବାଲ ମଡେଲ ଇଣ୍ଡିଆ’ରେ ଚମକିଲେ କୋରାପୁଟିଆ ଝିଅ ହୀନାରାଣୀ

କୋରାପୁଟ: ଗ୍ଲୋରିଅସ୍ ଓଡିଶା ପାଳନ ଅବସରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ଫେସନ୍ ଇନକ୍ଲୁଜିଭିଟୀ ସୋ ୩ୟ ସଂସ୍କରଣ ପ୍ରତିଯୋଗିତା ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୋରାପୁଟର ହୀନାରାଣୀ ପଟ୍ଟନାୟକ ଓଡ଼ିଶାରୁ ପ୍ରତିନିଧିତ୍ବ କରି ଭାଗ ନେଇ କରି ଶ୍ରେଷ୍ଠ ପୁରସ୍କାର ହାସଲ…

ଇରାନ ପରମାଣୁ ବୋମା ତିଆରି କରିବାଠାରୁ ପାଦେ ଦୂରରେ

ରିୟାଦ : ଇରାନର ପରମାଣୁ କାର୍ଯ୍ୟକ୍ରମକୁ ନେଇ ପଶ୍ଚିମ ଏସିଆରେ ଭୟଙ୍କର ଯୁଦ୍ଧ ହେବାର ସମ୍ଭାବନା ରହିଛି। ଆମେରିକା ଇରାନ ସଂଲଗ୍ନ ଅଞ୍ଚଳରେ ହଜାର ହଜାର ସୈନିକ, ପରମାଣୁ ବିମାନ ବାହକ ଏବଂ ଡଜନ ଡଜନ ଲଢ଼ୁଆ ବିମାନ ମୁତୟନ କରିଛି।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇରାନକୁ ସ୍ପଷ୍ଟ…

ଆୟୁଷ୍ମାନ ଭାରତ ଏକକ କାର୍ଡ ବିତରଣ ଶୁଭାରମ୍ଭ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅଧିନସ୍ତ ଆଜି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ମାନ୍ୟବର କୁଆଁରମୁଣ୍ଡା ଖ ଜିଲ୍ଲା ପରିଷଦ ରାଜେନ୍ଦ୍ର କୁଜୁର ଓ ରାଏବଗା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିକାଶ କୁମାର ବେକ ମୁଖ୍ୟ ଅତିଥି ରୂପେ ଯୋଗଦେଇ…