ଆୟୁଷ୍ମାନ ଭାରତ ଏକକ କାର୍ଡ ବିତରଣ ଶୁଭାରମ୍ଭ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅଧିନସ୍ତ ଆଜି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ମାନ୍ୟବର କୁଆଁରମୁଣ୍ଡା ଖ ଜିଲ୍ଲା ପରିଷଦ ରାଜେନ୍ଦ୍ର କୁଜୁର ଓ ରାଏବଗା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ବିକାଶ କୁମାର ବେକ ମୁଖ୍ୟ ଅତିଥି ରୂପେ ଯୋଗଦେଇ…

ରାଇକିଆରେ ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ

ରାଇକିଆ : ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁକ୍ରବାର ଲୋକାର୍ପଣ ହୋଇଯାଇଅଛି । କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା…

ଅମୃତ ଭାରତ ଯୋଜନା ଅଧୀନରେ ସରକାର ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କଲେଣି

ନୂଆଦିଲ୍ଲୀ: ଅମୃତ ଭାରତ ଯୋଜନା ଅଧୀନରେ ସରକାର ଏପର୍ଯ୍ୟନ୍ତ ସାରା ଦେଶରେ ୧୦୪ଟି ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ସମାପ୍ତ କରିସାରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଥିଲେ ଯେ ଏହି ଯୋଜନା ଅଧୀନରେ, ସାରା ଦେଶରେ ୧୩୦୦ ରେଳ ଷ୍ଟେସନର ପୁନଃବିକଶିତ…

ଅସ୍ତ୍ର ପରିତ୍ୟାଗ କଲେ ୫ ନକ୍ସଲ, ପାଇଲେ ସରକାରୀ ସହାୟତା

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲା ପୁଲିସ ନିକଟରେ ୫ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳଯରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସପି ପ୍ରଭାତ କୁମାରଙ୍କ ସମ୍ମୁଖରେ ବନ୍ଧୁକ ଓ ବୋମା ସହ ଏହି ୫ ମାଓବାଦୀ ଆତ୍ମସମର୍ପଣ…

ଭୁବନେଶ୍ୱର ଏମ୍ସରେ କେନ୍ଦ୍ରୀୟ ଗବେଷଣା ପରୀକ୍ଷାଗାର ଉଦ୍‌ଘାଟିତ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ) ପରିଦର୍ଶନ କରି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ତାଙ୍କର ଏହି ଗସ୍ତ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା…

ଶିଶୁଭବନର ୭ ମହଲା କୋଠା ଲୋକାର୍ପିତ

କଟକ: ଶିଶୁଭବନରେ ସାତ ମହଲା କୋଠା ଦୀର୍ଘ ୯ ବର୍ଷ ପରେ ଉଦ୍‌ଘାଟିତ ହୋଇଛି। ୨୦୧୬ ଫେବ୍ରୁଆରି ୩ ତାରିଖରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି.ନଡ୍ଡା ଆଜି ଏହାର ଶୁଭ…

ମଝି ସମୁଦ୍ରରୁ କୋଟିଏ ଟଙ୍କାର ଗୁଆ ଜବତ

ଜଗତସିଂହପୁର: ମଝି ସମୁଦ୍ରରେ ବାଂଲାଦେଶ-ଭାରତ ସୀମାରେଖାରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ଏକ ମାଛଧରା ବୋଟ୍‌କୁ ଜବତ କରିଛି ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)। ମାଛଧରା ବୋଟ୍‌ରେ ଥିବା ୧୪ ଜଣଙ୍କୁ ଅଟକ ରଖାଯିବା ସହ ଚୋରା ଚାଲାଣ ହେଉଥିବା ପ୍ରାୟ କୋଟିଏ ଟଙ୍କାର ଗୁଆ ଜବତ…

ପାଠ ପଢିଲେ ସାଂସଦ ଓ ବିଧାୟକ: ଶିଖିଲେ ‘୩-ସ’ ସରକାର, ସଂଗଠନ ଓ ସୁସମ୍ପର୍କ

ଭୁବନେଶ୍ବର : ଶନିବାର ପୁରୀରେ ଆରମ୍ଭ ହୋଇଛି ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି। ଦଳୀୟ ସାଂସଦ, ବିଧାୟକ ଓ କର୍ମୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗଦେଇ ନଡ୍ଡାଙ୍କ ଗୁରୁମନ୍ତ୍ର ଶିକ୍ଷା…

ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ…

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ ହୁଇସିଲ ଫୁଙ୍କିଲେ ବିଜେଡି ଦଳ…