ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ…

ଏପ୍ରିଲ ୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଶନିବାର ଏମ୍ସ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ଏହି ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟର ସାକ୍ଷୀ ରହିବ। …

ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା ନୃସିଂହ ସାହୁ ମଧ୍ୟ କଡ଼ା ଓ ସ୍ପଷ୍ଟ ମନ୍ତବ୍ୟ…

ଦୁଇ ଯାତ୍ରା ମାଲିକଙ୍କୁ ଅଗ୍ରୀମ ଟଙ୍କା ଫେରାଇଲେ ପୀୟୂଷ

ଭୁବନେଶ୍ୱର : ପଡିବ ଯାତ୍ରା ଯୁଦ୍ଧରେ ଯବନିକା ? ଯାତ୍ରା ମାଲିକଙ୍କୁ ଟଙ୍କା ଫେରାଇଛନ୍ତି ଅଭିନେତା ପୀୟୂଷ ତ୍ରିପାଠୀ । ଦୁଇ ଯାତ୍ରା ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା । ଭୁବନେଶ୍ବର ଏକ ହୋଟେଲକୁ ଯାଇ ଟଙ୍କା ଫେରାଇଛନ୍ତି । ସୂର୍ଯ୍ୟ ମନ୍ଦିରକୁ ୬୦ ଲକ୍ଷ , ସିଂହବାହିନୀକୁ ୫୫ଲକ୍ଷ…

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି ପଦକ୍ଷେପ ନେଇଛନ୍ତି। ତେବେ ଟ୍ରମ୍ପଙ୍କ ଏପରି ଆଚରଣକୁ…

ନବୀନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ବରିଷ୍ଠ…

ପୂର୍ବ ସରକାରଙ୍କ ଅବହେଳାକୁ ସମାଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କଟକ: ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଆରୋଗ୍ୟ ଯୋଜନା ଏବଂ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଐତିହାସିକ ଯୋଜନା ଭାବେ ବର୍ଣ୍ଣନା କରି କହିଛନ୍ତି ଯେ ପୂର୍ବ ସରକାର ଅମଳରେ ସ୍ୱାସ୍ଥ୍ୟ ଯୋଜନାରେ ପରିବାର ପିଛା ଗୋଟିଏ କାର୍ଡ ଦିଆଯାଉଥିବା…

ମାଲକାନଗିରି ଜିଲ୍ଲାରେ ୨ ଲକ୍ଷ ୨୨ ହଜାର ହିତାଧିକାରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଉପକୃତ…

ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଥିବା ବେଳେ ମାଲକାନଗିରି ବିଧାୟକ ନରସିଂହ ମାଡକାମି ପଦ୍ମଗିରି ସ୍ୱାସ୍ଥ୍ୟ କେନ୍ଦ୍ର ରେ ଶୁଭାରମ୍ଭ କରିଥିବା ବେଳେ ଓ ମାଲକାନଗିରି ସଦର ବ୍ଲକ କଟେଲିଗୁଡା ଏୟାରଷ୍ଟ୍ରିପ୍…

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ ନଅ ଜଣିଆ ଟିମ୍ ଆସି ବେଆଇନ…

ଓଡ଼ିଆ ପକ୍ଷରେ ଯୁବ ଲେଖକ ସମ୍ମିଳନୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ସ୍ଥାନୀୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁବ ଲେଖକ ସମ୍ମିଳନୀ ଆୟୋଜନ କରାଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା…