ଓଡ଼ିଆ ପକ୍ଷରେ ଯୁବ ଲେଖକ ସମ୍ମିଳନୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଆ ପକ୍ଷ ପାଳନର ଏକାଦଶ ଦିବସରେ ସ୍ଥାନୀୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁବ ଲେଖକ ସମ୍ମିଳନୀ ଆୟୋଜନ କରାଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା!-->…