ମୋ ପୁଅ ଆତଙ୍କବାଦୀଙ୍କ ଶିକାର ନଥିଲା: ୨୬/୧୧ ଆକ୍ରମଣରେ ସହିଦ୍ ସନ୍ଦୀପଙ୍କ ବାପା
ମୁମ୍ବାଇ: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ୧୬୬ ଜଣଙ୍କ ମଧ୍ୟରେ କେରଳର ମେଜର ସନ୍ଦୀପ ଉନ୍ନିକୃଷ୍ଣନ୍ ମଧ୍ୟ ଥିଲେ। ଦେଶକୁ ସୁରକ୍ଷା ଦେବା ପାଇଁ ଆତଙ୍କବାଦୀଙ୍କ ସହ ଲଢ଼ି ସେ ନିଜ ଜୀବନକୁ ବଳିଦାନ ଦେଇଥିଲେ। ୨୮ ନଭେମ୍ବରରେ ତାଜ ହୋଟେଲରେ ଆତଙ୍କବାଦୀଙ୍କ ସହ ଲଢ଼ିବା!-->…