କଂଗ୍ରେସ ଅଧିବେଶନରେ ଦଳ ଭିତରେ ଥିବା ତ୍ରୁଟିବିଚ୍ୟୁତି ବିଷୟରେ ଆଲୋଚନା କଲେ ଖଡ଼ଗେ
ନୂଆଦିଲ୍ଲୀ: ଗୁଜୁରାଟର ଅହମଦାବାଦରେ ଅନୁଷ୍ଠିତ କଂଗ୍ରେସ ଅଧିବେଶନରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଏହି ସମୟରେ ସେ ଦଳ ଭିତରେ ଥିବା ତ୍ରୁଟିବିଚ୍ୟୁତି ବିଷୟରେ ମଧ୍ୟ ଆଲୋଚନା କରିଥିଲେ। ମଲ୍ଲିକାର୍ଜୁନ ଖଡ଼ଗେ କହିଥିଲେ, "ଯଦି କୌଣସି!-->…