ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି, ଶିକ୍ଷକମାନେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଅଗଷ୍ଟ ୧…

ରାଜସ୍ବ ବିଭାଗର ବନ୍ୟା କ୍ଷୟକ୍ଷତି ସମୀକ୍ଷା, ବାଲେଶ୍ୱର-ଭଦ୍ରକ-ଯାଜପୁର ଯିବ ଉଚ୍ଚସ୍ତରୀୟ ଟିମ୍

ଭୁବନେଶ୍ୱର : ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ବିଭାଗର ସମୀକ୍ଷା । ୫ ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ । ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି । ମୟୂରଭଞ୍ଜ ଓ କେନ୍ଦୁଝରରେ ବି ଲୋକ ବି ପ୍ରଭାବିତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୬୫ ହଜାର…

ସହରାଞ୍ଚଳରେ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି ନଗର ଉନ୍ନୟନ ବିଭାଗ : ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ ପଦକ୍ଷେପ ଗ୍ରହଣ…

ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ପଛରେ ଚାଲିବ ଅସ୍ଥାୟୀ ଗୋଶାଳା

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନ୍‌ଏସି ଅନ୍ତର୍ଗତ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ପଛପାଖରେ ଥିବା ଖାଲି ପରିସରରେ ଅସ୍ଥାୟୀ ଗୋଶାଳା ଚାଲୁ କରାଯିବ। ଏନେଇ ବୁଧବାର ଓଡ଼ଗାଁ ଏନ୍‌ଏସି ନିର୍ବାହୀ ଅଧିକାରୀ ନିହାର ରଞ୍ଜନ ବେହେରା, ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ ପ୍ରକାଶ ଚନ୍ଦ୍ର ପଣ୍ଡିତ…

ଲଗାଣ ବର୍ଷାରେ ବୁଡ଼ିଲା ବାଇପାସ୍

ଉମରକୋଟ–ରାଇଘର ସଡ଼କ ସଂଯୋଗ ବିଚ୍ଛିନ୍ନ ପୂର୍ତ୍ତ ବିଭାଗ ଓ ଠିକାଦାରଙ୍କ ଅବହେଳା ପାଇଁ ସାଧାରଣ ଜନତା ହନ୍ତସନ୍ତ; ଅସ୍ଥାୟୀ ବ୍ୟବସ୍ଥାର ବିଫଳତା ଉପରେ ଉଠିଲା ପ୍ରଶ୍ନ ଉମରକୋଟ : ଲଗାଣ ବର୍ଷାରେ ନବରଙ୍ଗପୁର ଜିଲ୍ଲାର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଉମରକୋଟ–ରାଇଘର ମୁଖ୍ୟ…

ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ…

ରେଳ ଫାଟକ ନିକଟରୁ ଗଂଜେଇ ଜବତ…

ବାଲୁଗାଁ: ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ଅଜିତ ପାତ୍ରଙ୍କ ତତ୍ତ୍ୱାବଧାନରେ ବୁଧବାର ଟାଙ୍ଗୀ ଥାନା ଅନ୍ତର୍ଗତ କାଳୁପଡ଼ାଘାଟ ରେଳ ଫାଟକ ନିକଟରେ ଚଢ଼ାଉ କରି ୨ କେଜି ୨୦୦ ଗ୍ରାମ୍ ଗଞ୍ଜେଇ ଜବତ କରାଯାଇଛି। ଜବ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୨ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଏ…

ରଣପୁର ତହସିଲରେ ଔଷଧୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୟାଗଡ଼,୨୯/୦୭(ନିସର୍ତ୍ତ):ନୟାଗଡ଼ ଜିଲ୍ଲାର ରଣପୁର ତହସିଲ କାର୍ଯ୍ୟାଳୟ ପରିସରରେ ଆଜି ତହସିଲଦାର ଏବଂ ସମସ୍ତ ସରକାରୀ କର୍ମଚାରୀଙ୍କ ମିଳିତ ଉଦ୍ୟମରେ ଔଷଧୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଣପୁର ତହସିଲଦାର ଶ୍ରୀ ଆର୍ଯ୍ୟ କୁମାର ସର୍ବଦମନଙ୍କ ତତ୍ତ୍ୱାବଧାନରେ…

ଖୋର୍ଦ୍ଧାରେ ଖୋଲିବ ଜାତୀୟ ଫୋରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌

ନୂଆଦିଲ୍ଲୀ: ସାରା ଦେଶରେ ଜାତୀୟ ଫୋରେନ୍ସି ସାଇନ୍‌ସେସ୍‌ ବିଶ୍ବବିଦ୍ୟାଳୟ (ଏନ୍‌ଏଫ୍‌ଏସ୍‌ୟୁ)ର ୯ଟି କ୍ୟାମ୍ପସ ଖୋଲିବାକୁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ସେଥିରୁ ଗୋଟିଏ କ୍ୟାମ୍ପସ ଓଡ଼ିଶାର ଖୋର୍ଦ୍ଧାରେ ଖୋଲାଯିବ। ଏହି ପ୍ରକଳ୍ପ ପାଇଁ ଜମି ଆବଣ୍ଟନ ପ୍ରକ୍ରିୟା ଶେଷ…

ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ, ଦିଲ୍ଲୀରେ ମହିଳାଙ୍କୁ ମାସକୁ ମିଳିବ ୨୫୦୦ ଟଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଦିଲ୍ଲୀ ଲକ୍ଷ୍ମୀ ଯୋଜନାକୁ ମଞ୍ଜୁରୀ ଦେଇଛି । ୨୮ ଜୁଲାଇରେ କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରୀ ଦିଆଯାଇଛି । ଏହା ଅଧିନରେ ମହିଳାଙ୍କୁ ମାସକୁ ୨,୫୦୦ ଟଙ୍କା ଆର୍ଥିକ ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ…