ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା
ଭୁବନେଶ୍ୱର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା । ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ ଜୁନ ୩୦ ଯାଏଁ ରାସନକାର୍ଡ ସହ ଆଧାର ଲିଙ୍କ!-->…