ପ୍ରତିଷ୍ଠା ଦିବସରୁ ଆମ୍ବେଦକର ଜୟନ୍ତୀ ଯାଏଁ ବିଜେପିର ଜନସଂପର୍କ କାର୍ଯ୍ୟକ୍ରମ
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ରବିବାର ଠାରୁ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି କାର୍ଯ୍ୟକ୍ରମ ଦୁଇଦିନ ଧରି ଚାଲିବ। ରାମନବମୀ ଥିବାରୁ ଏଥର ପ୍ରତିଷ୍ଠା ଦିବସ ଦୁଇ ଦିନ ଯାଏଁ ଜାରି ରହିବ। ଏଥି ସହିତ ଆସନ୍ତାକାଲି (ରବିବାର) ଠାରୁ ଆମ୍ବେଦକର ଜୟନ୍ତୀ (ଅପ୍ରେଲ ୧୪) ଯାଏଁ!-->…