ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ
ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି। ଏହି ସରକାରୀ ସ୍ବାସ୍ଥ୍ୟ ବୀମା!-->…