ରାୟଗଡ଼ା ଉତ୍କଳ ଆଲୁମିନା ପକ୍ଷରୁ ଜିଲ୍ଲାର ବିଦ୍ୟାଳୟ ଗୁଡିକୁ ଡେସ୍କ ବେଞ୍ଚ ପ୍ରଦାନ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଉତ୍କଳ ଆଲୁମିନା ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପ୍ର ଶତପ୍ରତିଶତ ସହଯୋଗୀ କମ୍ପାନୀ ପକ୍ଷରୁ ରାୟଗଡା ଜିଲ୍ଲାରେ ଶିକ୍ଷା ଭିତ୍ତିଭୂମି ବିକାଶ ପାଇଁ ସହାୟତାର ହାତ ବଢାଯାଇଅଛି । ସମ୍ପ୍ରତି ଜିଲ୍ଲା ପ୍ରଶାସନ ଅନୁରୋଧ!-->…