ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ
ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ!-->…